Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବୟନଶିଳ୍ପ ନିର୍ଦ୍ଦେଶାଳୟର ଉପନିର୍ଦ୍ଦେଶକ ଶ୍ରୀ ସାହୁଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

by ସଞ୍ଜୟ ସ୍ୱାଇଁ
March 3, 2021
in Feature News
ବୟନଶିଳ୍ପ ନିର୍ଦ୍ଦେଶାଳୟର ଉପନିର୍ଦ୍ଦେଶକ ଶ୍ରୀ ସାହୁଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା
82
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଦୀର୍ଘ ୩୭ ବର୍ଷର ଚାକିରି ଜୀବନ ପରେ ବୟନ ଶିଳ୍ପ ନିର୍ଦ୍ଦେଶାଳୟର ଉପନିର୍ଦ୍ଦେଶକ ଶ୍ରୀ ଦେବରାଜ ସାହୁ ଅବସର ଗ୍ରହଣ କରିଛନ୍ତି । ଏହି ଉପଲକ୍ଷେ ଲୋହିଆ ଏକାଡେମୀଠାରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା । ଏହି ସମ୍ବର୍ଦ୍ଧନା ସଭାରେ ବୟନଶିଳ୍ପ ନିର୍ଦ୍ଦେଶକ ତଥା ବୟନିକାର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଜ୍ୟୋତିପ୍ରକାଶ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ବୁଣାକାର ସେବା କେନ୍ଦ୍ର, ଭୁବନେଶ୍ୱରର ଉପନିର୍ଦ୍ଦେଶକ ଶ୍ରୀ ସୁରେନ୍ଦ୍ର କୁମାର ପାତ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ । ୧୯୮୯ରୁ ୨୦୦୯ ପର୍ଯ୍ୟନ୍ତ ବୈଷୟିକ ଅଧିକାରୀ ଭାବେ, ତା’ପରେ ବୟନିକାର ସାଧାରଣ ପରିଚାଳକ ତଥା ସଂପାଦକ ଭାବେ ଦକ୍ଷତାର ସହ କାର୍ଯ୍ୟ କରିଥିଲେ । ବୟନିକାର କ୍ୱାଲିଟି କଣ୍ଟ୍ରୋଲ୍‌ ସେଲ୍‌ ଗଠନ, କୋଟପାଡ଼ ହସ୍ତତନ୍ତ ବସ୍ତ୍ରକୁ ନିଜ ଜ୍ଞାନକୌଶଳରେ ଭୌଗୋଳିକ ସୂଚକ ଭାବେ ପଂଜୀକୃତ କରାଇଥିଲେ । ବୁଣାକାରମାନଙ୍କ ସୁବିଧା ଅସୁବିଧାରେ ବୁଝିବା ସହିତ ଶ୍ରୀ ସାହୁ ଜଣେ ସରଳ ଅମାୟିକ ସଚ୍ଚୋଟ, ନିଷ୍ଠାପର, ସର୍ବୋପରି ବୁଣାକାରଙ୍କ ଦରଦୀ ବନ୍ଧୁ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!