Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପିଏମ୍ ଶ୍ରୀ ମଧ୍ଯଖଣ୍ଡ ନୋଡ଼ାଲ ହାଇସ୍କୁଲର ବାର୍ଷିକ ଉତ୍ସବ ପାଳିତ

by ସଞ୍ଜୟ ସ୍ୱାଇଁ
March 31, 2025
in Nayagarh, State
ପିଏମ୍ ଶ୍ରୀ ମଧ୍ଯଖଣ୍ଡ ନୋଡ଼ାଲ ହାଇସ୍କୁଲର ବାର୍ଷିକ ଉତ୍ସବ ପାଳିତ
285
VIEWS
Share on FacebookShare on Twitter

ଦଶପଲ୍ଲା, (ବାଘୁଆବାର୍ତ୍ତା): ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ତଥା ବର୍ଣାଢ୍ୟ ପରିବେଶ ମଧ୍ଯରେ ଦଶପଲ୍ଲା ବ୍ଲକ ଅନ୍ତର୍ଗତ ମଧ୍ଯଖଣ୍ଡରେ ଅବସ୍ଥିତ ପିଏମ୍ ଶ୍ରୀ ମଧ୍ଯଖଣ୍ଡ ନୋଡ଼ାଲ ହାଇସ୍କୁଲର ବାର୍ଷିକ ଉତ୍ସବ ଗତ ସନ୍ଧ୍ଯାରେ ପାଳିତ ହୋଇଯାଇଛି | ପ୍ରଧାନଶିକ୍ଷକ ରାମକୃଷ୍ଣ ପ୍ରଧାନଙ୍କ ପୌରହିତ୍ୟରେ ଅନୁଷ୍ଠିତ କାର୍ଯ୍ଯକ୍ରମରେ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ନୟାଗଡ଼ ବିଧାୟକ ଡଃ ଅରୁଣ କୁମାର ସାହୁ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ପ୍ରମୁଖ ଅତିଥି ରୂପେ ଯୋଗଦେଇଥିଲେ |

ଏଥି ସହିତ ସରପଞ୍ଚ ସସ୍ମିତା ପ୍ରଧାନ, ବିଦ୍ୟାଳୟ ଆଲୁମିନି କମିଟି ଉପଦେଷ୍ଟା ମାଧବ ଚନ୍ଦ୍ର ମିଶ୍ର, ସମ୍ପାଦକ ଦୁଃଖିଶ୍ଯାମ ଦାସଙ୍କ ସମେତ ମାନ୍ୟଗଣ୍ୟ ଅତିଥି ମଞ୍ଚାସୀନ ଥିଲେ | ଭବିଷ୍ୟ ଅନୁଷ୍ଠାନ ଲକ୍ଷ୍ମୀଧର ମହାରଣା ମଂଚ ପରିଚାଳନା କରିଥିଲେ | ଇତ୍ୟବସରରେ ପୁରସ୍କାର ବିତରଣ ସହ ଛାତ୍ରଛାତ୍ରୀ ମାନଂକ ଦ୍ବାରା ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା | କାର୍ଯ୍ୟକ୍ରମରେ ଶିକ୍ଷକ-ଶିକ୍ଷୟତ୍ରୀ, ଅଭିଭାବକ, ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!