Thursday, September 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖୋର୍ଦ୍ଧାରେ ବଡ଼ ଧରଣର ସେକ୍ସ ରାକେଟ ଠାବ, ୪ ଦେହଜୀବୀ ଅଟକ

by ସଞ୍ଜୟ ସ୍ୱାଇଁ
March 31, 2025
in Crime, State
ଖୋର୍ଦ୍ଧାରେ ବଡ଼ ଧରଣର ସେକ୍ସ ରାକେଟ ଠାବ, ୪ ଦେହଜୀବୀ ଅଟକ
286
VIEWS
Share on FacebookShare on Twitter

ଖୋର୍ଦ୍ଧା, (ବାଘୁଆବାର୍ତ୍ତା): ଖୋର୍ଦ୍ଧାରେ ବଡ ଧରଣର ସେକ୍ସ ରାକେଟ ଠାବ । ୧୬ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଦଧିମାଛଗାଡ଼ିଆ ଅଞ୍ଚଳରେ ସେକ୍ସ ରାକେଟକୁ ଠାବ କରିଛି ସଦର ଥାନା ପୋଲିସ । ଏକ ଦେଶୀ ମଦ ଭାଟି ପାଖରୁ ବେଆଇନ ଭାବେ ଏହି ଦେହ ବେପାର ଚାଲୁଥିଲା ବୋଲି ଜଣାପଡିଛି । ଗତକାଲି ବିଳମ୍ବିତ ରାତିରେ ପୋଲିସ ସୁଚନା ପାଇ ଚଢ଼ାଉ କରିଥିଲା । ଏହି ଚଢାଉରେ ୪ଜଣ ଦେହଜୀବୀ ଏବଂ ୧୦ଜଣ ପୁରୁଷଙ୍କୁ ଅଟକ ରଖାଯାଇଛି । ଏହା ସହ ଘଟଣାସ୍ଥଳରୁ ୫ଟି ବାଇକ୍, ଏବଂ ଅନ୍ୟାନ୍ୟ ଆପତ୍ତି ଜନକ ସାମଗ୍ରୀ ମଧ୍ୟ ଜବତ କରାଯାଇଛି । ସମସ୍ତଙ୍କୁ ସଦର ଥାନା ପୋଲିସ ଅଟକ ରଖି ତଦନ୍ତ ଚଳାଇଛି। ବାହାର ଅଞ୍ଚଳରୁ ଯୁବତୀଙ୍କୁ ଆଣି ଏଠାରେ ଦେହ ବେପାର କରାଯାଉଥିବା ଅଭିଯୋଗ ହୋଇ ଆସୁଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!