Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ଗାଁ ଆଦର୍ଶ ଥାନାରେ ନୂତନ ଥାନାଧିକାରୀଙ୍କ ଦାୟିତ୍ୱ ଗ୍ରହଣ

by ସଞ୍ଜୟ ସ୍ୱାଇଁ
April 2, 2025
in Nayagarh, State
ଓଡ଼ଗାଁ ଆଦର୍ଶ ଥାନାରେ ନୂତନ ଥାନାଧିକାରୀଙ୍କ ଦାୟିତ୍ୱ ଗ୍ରହଣ
1.1k
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଆଦର୍ଶ ଥାନାରେ ନୂତନ ଥାନାଧିକାରୀ ଭାବରେ ଅଭୟ ବେହେରା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି।ଶ୍ରୀ ବେହେରା ପୂର୍ବରୁ ନୟାଗଡ଼ ଜିଲ୍ଲା ପୁଲିସ ମୁଖ୍ୟାଳୟରେ କାର୍ଯ୍ୟରତ ଥିଲେ।ତା’ ପୂର୍ବରୁ ନରସିଂହପୁର ଥାନାରେ ଦୀର୍ଘ ୩ ବର୍ଷ ଧରି କାର୍ଯ୍ୟ କରି ଜନସାଧାରଣଙ୍କ ପ୍ରିୟଭାଜନ ହୋଇପାରିଥିଲେ।ସୂଚନାଯୋଗ୍ୟ ଯେ ଓଡ଼ଗାଁ ଥାନାରେ ପୂର୍ବରୁ କାର୍ଯ୍ୟରତ ଥାନାଧିକାରୀ ରଶ୍ମିରଞ୍ଜନ ସାହୁଙ୍କର ନୂଆଗାଁ ଥାନାକୁ ବଦଳି ହୋଇଛି।ନୂତନ ଥାନାଧିକାରୀ ଶ୍ରୀ ବେହେରା ଟ୍ରାଫିକ ନିୟନ୍ତ୍ରଣ,ଅସାମାଜିକ କାର୍ଯ୍ୟକଳାପ ଉପରେ ତୀକ୍ଷ୍ଣ ନଜର,ଅଞ୍ଚଳରେ ଶାନ୍ତି ଶୃଙ୍ଖଳା ରକ୍ଷା କରିବା ସହ ଦ୍ରୁତ ଗାଡିଚାଳନା ଓ ମଦ୍ୟପ ଚାଳକଙ୍କ ଉପରେ ବିଶେଷ ଗୁରୁତ୍ୱ ଦେବି।ଅନ୍ୟପକ୍ଷେ ଆଗକୁ ଶ୍ରୀ ରଘୁନାଥଜୀଉଙ୍କ ପ୍ରସିଦ୍ଧ ରାମନବମୀ ଯାତ୍ରା ଆସୁଥିବାରୁ ଶାନ୍ତି ଶୃଙ୍ଖଳାର ସହ ଯାତ୍ରା ସମାପନ ଉପରେ ଦୃଷ୍ଟି ଦେବି ବୋଲି କହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!