Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ସହରରେ ଖୋଲିଲା ଜଳଛତ୍ର

by ସଞ୍ଜୟ ସ୍ୱାଇଁ
April 2, 2025
in Nayagarh, State
ନୟାଗଡ଼ ସହରରେ ଖୋଲିଲା ଜଳଛତ୍ର
66
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଗ୍ରୀଷ୍ମ ପ୍ରବାହକୁ ଆଶଙ୍କା କରି ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ନୟାଗଡ଼ ପୌର ପରିଷଦ ତରଫରୁ ସହରର ୪ଟି ସ୍ଥାନରେ ଜଳଛତ୍ର ଏପ୍ରିଲ ୧ ତାରିଖରୁ ଖୋଲା ଯାଇଛି । ଜଗନ୍ନାଥ ମନ୍ଦିର ନିକଟ, କଲେଜ ଲେନ ବିଦ୍ୟାଳୟ ନିକଟ, ଖଣ୍ଡପଡା ରାସ୍ତାର ଆକ୍ସିସ ବ୍ୟାଙ୍କ ସମ୍ମୁଖରେ ଓ ନାରାୟଣୀ ପାର୍କ ଠାରେ ଜଳଛତ୍ର ବ୍ୟବହାର ହେଉଛି । ଆବଶ୍ୟକ ପଡିଲେ ଅଧିକ ସଂଖ୍ୟାରେ ଜଳଛତ୍ର ଖୋଲାଯିବ ବୋଲି ଭାରପ୍ରାପ୍ତ ନିର୍ବାହୀ ଅଧିକାରୀ ତଥା ସହକାରୀ ଜିଲ୍ଲାପାଳ ଅକ୍ଷୟ କୁମାର ବେହେରା ସୂଚନା ଦେଇଛନ୍ତି । ଏ ସବୁ ଗୁଡିକର ପରିଚାଳନା ପାଇଁ ମହିଳା ସ୍ୱୟଂ ସହାୟକ ସଦସ୍ୟା ମାନଙ୍କୁ ଦାୟୀତ୍ୱ ଦିଆଯାଇଛି । ପ୍ରତି କେନ୍ଦ୍ର ପାଇଁ ଜଣେ ଲେଖାଏଁ କର୍ମଚାରୀଙ୍କୁ ତଦାରଖ ଦାୟିତ୍ୱ ଦିଆଯାଇଛି । ଯାତ୍ରୀ ଓ ପଥିକ ମାନେ ପାନୀୟ ଜଳର ସୁବିଧା ପାଇଁ ବ୍ୟବସ୍ଥା କରାଯାଇଛି । ସମସ୍ତେ ସଚେତନ ହେବାକୁ ପରାମର୍ଶ ଦିଆଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!