Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାସ୍ତାକଡ଼କୁ ଓଲଟି ଦାମୀ କାର୍ ଚୁର୍‌ମାର୍

by ସଞ୍ଜୟ ସ୍ୱାଇଁ
April 3, 2025
in Accident, State
ରାସ୍ତାକଡ଼କୁ ଓଲଟି ଦାମୀ କାର୍ ଚୁର୍‌ମାର୍
49
VIEWS
Share on FacebookShare on Twitter

ଉଦଳା, (ବାଘୁଆବାର୍ତ୍ତା): ହୋଣ୍ଡା ସିଟ୍ ଚୁର୍‌ମାର୍ । ମୟୁରଭଞ୍ଜ ଜିଲ୍ଲା ଉଦଳା ଥାନା କଅଁରପାଳ ଗାଁରେ ଘଟିଥିବା ଏକ ଦୁର୍ଘଟଣାରେ ଦାମୀ ଗାଡ଼ି ହୋଣ୍ଡା ସିଟିଟି ଚୁର୍‌ମାର୍ ହୋଇଯାଇଛି ।ଯେଉଁଥିରେ ଏକାଧିକ ଲୋକ ଆହତ ହୋଇଛନ୍ତି । ଖବର ଅନୁଯାୟୀ, ବିଳମ୍ବିତ ରାତିରେ କଅଁରପାଳ ଅଞ୍ଚଳରୁ ଉଦଳା ଅଭିମୁଖେ ଏକ ହୋଣ୍ଡା ସିଟି ଗାଡ଼ିରେ ଆସୁଥିଲେ ୪ ଯୁବକ । କଅଁରାପଳ ଗାଁ ନିକଟରେ ଥିବା ଏକ ବୁଲାଣିରେ କାର୍‌ଟି ଭାରସାମ୍ୟ ଓଲଟି ପଡିଥିଲା । ଦୀର୍ଘ ସମୟର ପରିଶ୍ରମ ପରେ ଯୁବକମାନଙ୍କୁ କାର୍ ଭିତରୁ ବାହାର କରିଥିଲେ ସ୍ଥାନୀୟ ଲୋକେ । ଉଦ୍ଧାର ୪ ଜଣଙ୍କ ମୁହଁରେ ଗଭୀର ଆଘାତ ଲାଗିଥିବା ବେଳେ ସେମାନଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଏହାସହିତ ସ୍ଥାନୀୟ ପୋଲିସ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଅନ୍ୟପଟେ ସ୍ଥାନୀୟ ଲୋକଙ୍କ ମତରେ , କାର୍‌ଟି ଦ୍ରୁତ ଗତିରେ ଆସୁଥିଲେ । ସେଥିପାଇଁ ଏହି ଦୁର୍ଘଟଣାର ଶିକାର ହୋଇଛି । ଗାଡ଼ିଟି ପ୍ରଥମେ ଏକ ଗଛରେ ପିଟି ହୋଇଥିଲା, ଏହାପରେ ରାସ୍ତାକଡ଼କୁ ଓଲଟିପଡିଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!