Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ

by ସଞ୍ଜୟ ସ୍ୱାଇଁ
April 4, 2025
in Crime, State
ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
27
VIEWS
Share on FacebookShare on Twitter

ନିମାପଡ଼ା, (ବାଘୁଆବାର୍ତ୍ତା): ଘରେ ପଶି ବୃଦ୍ଧ ଦମ୍ପତିଙ୍କୁ ମରଣାତ୍ମକ ଆକ୍ରମଣ ସହିତ କଳାକନା ବୁଲାଇଲେ ଦୃର୍ବୁତ୍ତ । ବଳଙ୍ଗା ଥାନା ଅଧୀନ ବାମନାଳ ପଞ୍ଚାୟତ କମଦରି ଗାଁର ଜଣେ ଟେଣ୍ଟ ମାଲିକଙ୍କ ଘରୁ ଲୁଟ୍ । ବୃଦ୍ଧ ଦମ୍ପତିଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିବା ସହିତ ମୁହଁରେ ଗାମୁଛା ବାନ୍ଧି ଘରୁ ଲୁଟ୍ କରିଛନ୍ତି ଦୃର୍ବୁତ୍ତ । ଘର ଭିତରେ ଥିବା ଆଲମିର ତାଲା ଭାଙ୍ଗି ୧ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ଟଙ୍କା ସହିତ ସୁନା ଚେନ, ଦୁଇଟି ସୁନା ହାର ଲୁଟି ନେଇଥିବା ଅଭିଯୋହ ହୋଇଛି । ଗୁରୁତର ବୃଦ୍ଧ ଦମ୍ପତିଙ୍କ ମଧ୍ୟରୁ ସ୍ବାମୀ କୁମର ଛାଟୋଇଙ୍କୁ କଟକ ମେଡିକାଲ ସ୍ଥାନାନ୍ତରିତ କରାଯାଇଥିବା ସୂଚନା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!