ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା କ୍ରୀଡ଼ା ବିଭାଗ ପକ୍ଷରୁ ଆଜି ଓଡ଼ିଆ ପକ୍ଷ ପାଳନ କରାଯାଇଛି । ଏହି ଅବସରରେ ଜିଲ୍ଲା କ୍ରୀଡ଼ା ବିଭାଗ ପକ୍ଷରୁ ଏକ ଐତିହ୍ୟ ଗଣ ଦୈ।ଡ଼ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ଉପଜିଲ୍ଲାପାଳ କର୍ଣଦେଵ ସମାଦ୍ଦାର, ପୈ।ରାଧ୍ୟକ୍ଷା ନିରୁପମା ଖଟେଇ ଯୋଗଦାନ କରିଥିଲେ। । ଜିଲ୍ଲା କ୍ରୀଡ଼ା ଅଧିକାରୀ ସୁଜାତା ସାହୁ ଏହି କାର୍ୟ୍ୟ କ୍ରମକୁ ପରିଚାଳନା କରିଥିଲେ । ଏହି ଗଣଦୈ।ଡ଼ ଜଗନ୍ନାଥ ମନ୍ଦିର ଠାରୁ ଆରମ୍ଭ ହୋଇ ସଂସ୍କୃତି ଭଵନ ଠାରେ ସମାପ୍ତ ହୋଇଥିଲା ।






