Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରକକୁ ପଛପଟୁ ଧକ୍କା ଦେଲା ଟ୍ରକ

by ସଞ୍ଜୟ ସ୍ୱାଇଁ
April 5, 2025
in Accident, State
ଚଢ଼ିଗଲା ହାଇୱା
54
VIEWS
Share on FacebookShare on Twitter

କେନ୍ଦୁଝର, (ବାଘୁଆବାର୍ତ୍ତା): ଟ୍ରକକୁ ପଛପଟୁ ଧକ୍କା ଦେଲା ଟ୍ରକ। ଫଳରେ ୨ରୁ ଅଧିକ ଘଣ୍ଟା ଟ୍ରକ ଭିତରେ ଚାପି ହୋଇ ରହିଲେ ଚାଳକ। କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଅନ୍ତର୍ଗତ ଦରଖୋଳା ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ରାସ୍ତା କଡରେ ଛିଡା ହୋଇଥବା ଏକ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା ଟ୍ରକ। ଖବର ପାଇ ଘଟଣାସ୍ଥଳରେ ଘଟଗାଁ ଅଗ୍ନିଶମବାହିନୀ ପହଞ୍ଚି କଟର ସାହାର୍ଯ୍ୟରେ ଗାଡିଟିକୁ କାଟି ଚାଳକଙ୍କୁ ଉଦ୍ଧାର କରି ପ୍ରାଥମିକ ଚିକିତ୍ସା ପାଇଁ ଘଟଗାଁ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସ୍ବାସ୍ଥ୍ୟକେନ୍ଦ୍ରର କର୍ମଚାରୀ ଓ ଡାକ୍ତରଙ୍କ ଦାୟିତ୍ବହୀନତା ବା ଚିକିତ୍ସାରେ ଅବହେଳା ଯୋଗୁଁ ଚାଲିଗଲା ଚାଳକଙ୍କ ଜୀବନ। ମୃତକ ହେଉଛନ୍ତି ପଶ୍ଚିମବଙ୍ଗ ମୁସିଦାବାଦର ଲୁଲୁସ ଅଲ୍ଲୀ ବୋଲି ଜଣାପଡିଛି। ଖବର ପାଇ ଘଟଣାସ୍ଥଳରେ ଘଷିପୁରା ପୋଲିସ ପହଞ୍ଚି ଟ୍ରକକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!