Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶ୍ୱଶୁର ଘରକୁ ବୋମା ଫିଙ୍ଗିଲା ଜ୍ୱାଇଁ

by ସଞ୍ଜୟ ସ୍ୱାଇଁ
April 6, 2025
in Crime, State
ଶ୍ୱଶୁର ଘରକୁ ବୋମା ଫିଙ୍ଗିଲା ଜ୍ୱାଇଁ
90
VIEWS
Share on FacebookShare on Twitter

ଆଠଗଡ଼, (ବାଘୁଆବାର୍ତ୍ତା): କଟକ ଜିଲ୍ଲା ନରସିଂହପୁର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା । ସାମାନ୍ୟ ପାଟିତୁଣ୍ଡରୁ ଉଗ୍ରରୂପ ନେଲା ବିବାଦ । ଶ୍ୱଶୁର ଘର ଉପରକୁ ବୋମା ଫିଙ୍ଗିଲା ଜ୍ୱାଇଁ । ଏହି ବୋମାମାଡ଼ରେ ଘରରେ ଅନେକ ସାମଗ୍ରୀ ନଷ୍ଟ ହୋଇଥିବା ଜଣାପଡିଛି । ଖବର ଅନୁଯାୟୀ, ନରସିଂହପୁର ଥାନା ଅଞ୍ଚଳ ସୁଲତାନ ମହମ୍ମଦଙ୍କ ଘରକୁ ଖୋର୍ଦ୍ଧା ମୁକୁନ୍ଦପ୍ରସାଦ ଗାଁର ଜ୍ୱାଇଁ ଅବଦୁଲ୍‌ ମନସୁର ଆସିଥିଲେ । ମନ୍‌ସୁରଙ୍କ ସହ ତାଙ୍କର ଦୁଇ ସହଯୋଗୀ ମଧ୍ୟ ଆସିଥିଲେ । ବିଳମ୍ବିତ ରାତିରେ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ପାରିବାରିକ ବିବାଦକୁ ପାଟିତୁଣ୍ଡ ହୋଇଥିଲା । ଯେଉଁଥିରେ ଉତ୍‌କ୍ଷିପ୍ତ ହୋଇ ମନ୍‌ସୁର୍‌ ଦୁଇ ବୋମା ଶ୍ୱଶୁର ଘର ଉପରକୁ ଫିଙ୍ଗିଛନ୍ତି । ଯେଉଁଥିରେ ଘରର କବାଟ, ଝରକା, କାଚ ସହ ଅନେକ ଆସବାବପତ୍ର ନଷ୍ଟ ହୋଇଥିବା ବେଳେ ଅଳ୍ପକେ ବର୍ତ୍ତିଯାଇଛନ୍ତି ପରିବାର ଲୋକେ । ଅନ୍ୟପଟେ ବୋମାମାଡ଼ ସଂପର୍କରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ କରୁଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!