Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଇକ୍ ଦୁର୍ଘଟଣା ପରେ ବିସ୍ଫୋରଣ ହେଲା ବୋମା, ଜଣଙ୍କର ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
April 7, 2025
in Accident, State
‘ବାଘୁଆବାର୍ତ୍ତା’ ଖବର ଉତ୍ତାରିଲେ ହେବ ମାମଲା
96
VIEWS
Share on FacebookShare on Twitter

ଖୋର୍ଦ୍ଧା, (ବାଘୁଆବାର୍ତ୍ତା): ବାଇକ୍ ଦୁର୍ଘଟଣା ହେବା ପରେ ବିସ୍ଫୋରଣ ହେଲା ବୋମା । ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଖୋର୍ଦ୍ଧା ସଦର ଥାନା ଷଢେଇଗଡରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନାଯୋଗ୍ୟ ଯେ, ରବିବାର ବିଳମ୍ବିତ ରାତିରେ ବାଇକ୍‌ରେ ବୋମା ନେଇ ଯାଉଥିବା ବେଳେ ଷଢେଇଗଡ ବିଶ୍ବାଳ ସାହି ନିକଟରେ ବାଇକ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଭାରସାମ୍ୟ ହରାଇ ବାଇକ୍‌ଟି ଓଲଟି ପଡିବାରୁ ବ୍ୟାଗ୍‌ରେ ଥିବା ବୋମା ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି । ବିସ୍ଫୋରଣ ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିଲେ । ମୃତକ ହେଲେ ଷଢେଇଗଡ ଗ୍ରାମର ନିରାକାର ସିଂ । ଗୁରୁତର ଜଣଙ୍କ ଏମ୍ସରେ ଚିକିତ୍ସିତ ହେଉଛନ୍ତି । ଏହି ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!