Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶ୍ରୀ ସୃଜନ ପକ୍ଷରୁ ଶ୍ରୀରାମ ନବମୀରେ ଭଜନ ସନ୍ଧ୍ୟା

by ସଞ୍ଜୟ ସ୍ୱାଇଁ
April 7, 2025
in Nayagarh, State
ଶ୍ରୀ ସୃଜନ ପକ୍ଷରୁ ଶ୍ରୀରାମ ନବମୀରେ ଭଜନ ସନ୍ଧ୍ୟା
116
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଜିଲ୍ଲାର ଅଗ୍ରଣୀ ସଙ୍ଗୀତାନୁଷ୍ଠାନ ଶ୍ରୀ ସୃଜନ ପକ୍ଷରୁ ଏକ ଭଜନ ସମାରୋହ କାର୍ଯ୍ୟକ୍ରମ ଗୁଣ୍ଡିଚା ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଥିଲା। ଅନୁଷ୍ଠାନର ସଭାପତି ଡ.ବିଜୟ କୁମାର ଚୋୖଧୁରୀ ଏବଂ ସମ୍ପାଦିକା -କଣ୍ଠଶିଳ୍ପୀ ତଥା ସଙ୍ଗୀତ ନିର୍ଦ୍ଦେଶିକା ଜୟଶ୍ରୀ ଦେବୀଙ୍କ ମିଳିତ ଉଦ୍ୟମରେ ଅନୁଷ୍ଠିତ ଏହି ଭଜନ ସମାରୋହ କାର୍ଯ୍ୟକ୍ରମରେ ଶ୍ରୀ ସୃଜନର ଛାତ୍ରଛାତ୍ରୀ ତଥା କଣ୍ଠଶିଳ୍ପୀ କାଦମ୍ବିନୀ ମହାପାତ୍ର ,ଝୁମୁରି ସାହୁ, ମଧୁସ୍ମିତା ବେହେରା, ଶୁଭଶ୍ରୀ ମହାପାତ୍ର,ସାଇ ଅମ୍ରିତ୍ ସାହୁ , ଆରାଧ୍ୟା ,ତିତିକ୍ଷା ପରିଡ଼ା, ସାଇ କ୍ରିଷ୍ଣା ମଣ୍ଡଳ , ଅନନ୍ୟା ମାଧୁରୀ ଦାସ ପ୍ରମୁଖ ଭକ୍ତି ସଙ୍ଗୀତ ପରିବେଷଣ କରିଥିଲେ। କାର୍ଯ୍ୟକ୍ରମରେ ଅନୁଷ୍ଠାନର ସଦସ୍ୟ ପ୍ରମୋଦ ପଟ୍ଟନାୟକ, ଲକ୍ଷ୍ମୀଧର ମହାପାତ୍ର,ମନୋଜ କୁମାର ମିଶ୍ର, ଲକ୍ଷ୍ମୀଧର ସାହୁ, ଲଳିତ ପରିଡ଼ା, ଆନନ୍ଦ ଦାସ, ଦିଲ୍ଲିପ ସାହୁ, ରେଣୁବାଳା ସାହୁ, ଲକ୍ଷ୍ମୀଧର ମଣ୍ଡଳ ପ୍ରମୁଖ ଉପସ୍ଥିତ ଥିବା ବେଳେ ଉପସ୍ଥିତ ଶ୍ରଦ୍ଧାଳୁ ମାନେ ଭଜନ ସମାରୋହକୁ ବେଶ ଉପଭୋଗ କରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!