ବାଲେଶ୍ବର, (ବାଘୁଆବାର୍ତ୍ତା): ମହିଳା କନଷ୍ଟେବଳଙ୍କ ଆତ୍ମହତ୍ୟା। ବେକରେ ରଶି ଲଗାଇ ମହିଳା କନଷ୍ଟେବଳଙ୍କ ଆତ୍ମହତ୍ୟା । ବାଲେଶ୍ବର ପୁଲିସ ବାରାକ ଭିତରେ ଜଣେ ମହିଳା କନେଷ୍ଟବଳ ଆତ୍ମହତ୍ୟା କରିିଥିବା ଜଣାପଡ଼ିଛି। ଆତ୍ମହତ୍ୟା କରିଥିବା ମହିଳାଙ୍କ ନାମ ଯଶୋଦା ଦାସ। ତେବେ ବର୍ତ୍ତମାନ ସୁଦ୍ଧା ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି।





