Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଳାଶୁଣିରେ ସିରିଜ ଦୁର୍ଘଟଣା

by ସଞ୍ଜୟ ସ୍ୱାଇଁ
April 9, 2025
in Accident, State
ପଳାଶୁଣିରେ ସିରିଜ ଦୁର୍ଘଟଣା
44
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ଭୁବନେଶ୍ଵର ପଳାଶୁଣିରେ ସିରିଜ ଦୁର୍ଘଟଣା। ଭାରସାମ୍ୟ ହରାଇ ଡିଭାଇଡରକୁ ପିଟିଲା ଟ୍ରକ। ପରେ ପଛକୁ ପଛ ପିଟି ହୋଇଛି ଆଉ ୩ଟି ଟ୍ରକ। ଘଟଣାସ୍ଥଳରେ ଜଣେ ଗୁରୁତର ହୋଇପଡିଛନ୍ତି। ଦୁର୍ଘଟଣାସ୍ଥଳରେ ପୋଲିସ ପହଁଚି ଆହତଙ୍କୁ ହସ୍ପିଟାଲ ନେଇଛି। ତେବେ ଏହାକୁ ନେଇ ରାତିରେ ଏକ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ସ୍ଥାନୀୟ ପୋଲିସ ଟ୍ରାଫିକ ନିୟନ୍ତ୍ରଣ କରିଥିଲେ ସୁଦ୍ଧା କାହିଁକି ଏଭଳି ଦୁର୍ଘଟଣା ଘଟିଲା ସେ ନେଇ ଛାନଭିନ ଜାରି ରହିଛି। ବ୍ଲାକସ୍ପଟ ପାଲଟିଛି ଏହି ପଳାଶୁଣି ଛକ ।ନିତଦିନ ଏହି ଛକରେ ଦୁର୍ଘଟଣା ଖବର ଆସୁଥିଲେ ମଧ୍ୟ ନିୟନ୍ତ୍ରଣ ହୋଇପାରିନାହିଁ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!