Wednesday, July 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏମଏସଏମଇ ବାଣିଜ୍ୟ ମେଳା-୨୦୨୧ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
March 5, 2021
in Lifestyle, State
ଏମଏସଏମଇ ବାଣିଜ୍ୟ ମେଳା-୨୦୨୧ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
40
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆଜି ଠୁ ଆରମ୍ଭ ହେଲା ଏମଏସଏମଇ ବାଣିଜ୍ୟ ମେଳା-୨୦୨୧ । ଉକ୍ତ ମେଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଛନ୍ତି । ପ୍ରଦର୍ଶନୀ ପଡ଼ିଆରେ ଏମଏସଏମଇ ମେଳା ଆସନ୍ତା ୯ତାରିଖ ପର୍ଯ୍ୟନ୍ତ ଚାଲିବ । ଗଢ଼ିବା, ବଢ଼ିବା, ଓ ସମୃଦ୍ଧ ହେବା ଥିମରେ ଚଳିତ ବର୍ଷ ମେଳା ଆରମ୍ଭ ହୋଇଛି । ରାଜ୍ୟର ବାଣିଜ୍ୟ ରପ୍ତାନୀକୁ ସୁଦୃଢ କରିବା ଲକ୍ଷ ନେଇ ଏହି ପ୍ରଦର୍ଶନୀ ମେଳାର ଆୟୋଜନ କରାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!