Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡଗାଁରେ ପାଚିକା ସହାୟିକାଙ୍କ ବିକ୍ଷୋଭ

by ସଞ୍ଜୟ ସ୍ୱାଇଁ
April 11, 2025
in Nayagarh, State
ଓଡଗାଁରେ ପାଚିକା ସହାୟିକାଙ୍କ ବିକ୍ଷୋଭ
62
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ମଧ୍ୟାହ୍ନ ଭୋଜନ ପାଚିକା ସହାୟିକାଙ୍କ ବାର ଦଫା ଦାବି ନେଇ ଓଡଗାଁ ବ୍ଲକର ଶତାଧିକ ବିଦ୍ୟାଳୟ ପାଚିକା ବ୍ଳକ ଶିକ୍ଷା କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ପୂର୍ବକ କର୍ତ୍ତୃପକ୍ଷଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି । ପୂର୍ବ ନିର୍ଦ୍ଧାରିତ ଡାକରାରେ ୧୧ଏପ୍ରିଲରେ ଏକ ଶୋଭାଯାତ୍ରାରେ ବାହାରି ସି.ଆଇ.ଟି.ୟୁ.ପରିଚାଳିତ ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ୟୁନିଅନର ସଦସ୍ୟା ମାନେ ଓଡଗାଁ ବଜାର ପରିକ୍ରମା କରି ଶ୍ରମିକ ନେତା ଗୋଲକବିହାରୀ ମୁଦୁଲିଙ୍କ ଅଧ୍ୟକ୍ଷତାରେ ବି.ଇ.ଓ.ଅଫିସ୍ ସମ୍ମୁଖରେ ସଭା କରି ସରକାରୀ କର୍ମଚାରୀର ମାନ୍ୟତା, ମାସିକ ସର୍ବନିମ୍ନ ପ୍ରାପ୍ୟ ଟ୨୬୦୦୦କରିବା, ଅବସର ବୟସ ୬୫କୁ ବୃଦ୍ଧି କରିବା, ମାସିକ ପେନସନ ସର୍ବନିମ୍ନ ୧୦୦୦୦କରିବା, ବେଆଇନ ଛଟେଇ ବନ୍ଦ କରିବା ଓ ଛଟେଇ ପାଚିକାଙ୍କୁ ଆବଶ୍ୟକ ସ୍ଥଳେ ଅଗ୍ରାଧିକାର ଭିତ୍ତିରେ ନିଯୁକ୍ତ କରିବା ପ୍ରଭୃତି ଦାବି ଉପରେ ଆଲୋକପାତ କରାଯାଇଥିଲା । ଏହି ବିକ୍ଷୋଭରେ ସଂଘର ଜିଲ୍ଲା ସଂପାଦିକା ଜୟନ୍ତୀ ଦାଶ, ନାରୀ ନେତ୍ରୀ ଜ୍ୟୋତି ପ୍ରଭା ଜେନା, ସିଟୁ ନେତା ଶରତଚନ୍ଦ୍ର ବେହେରା ପ୍ରମୁଖ ଉଦବୋଧନ ଦେଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!