Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୋବାଇଲ ଦୋକାନରୁ ଚୋରି ଘଟଣା, ୩୦ ମୋବାଇଲ ଜବତ

by ସଞ୍ଜୟ ସ୍ୱାଇଁ
April 12, 2025
in Crime, State
ମୋବାଇଲ ଦୋକାନରୁ ଚୋରି ଘଟଣା, ୩୦ ମୋବାଇଲ ଜବତ
41
VIEWS
Share on FacebookShare on Twitter

ଭବାନୀପାଟଣା, (ବାଘୁଆବାର୍ତ୍ତା): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଶୁକ୍ରବାର ବିଭିନ୍ନ କମ୍ପାନୀର ୩୦ଟି ଚୋରି ମୋବାଇଲ ସମେତ ନଗଦ ୭୧ଶହ ଟଙ୍କା ଜବତ କରିଛି। ଏହି ଘଟଣାରେ ସମ୍ପୃକ୍ତି ଥିବା ଅଭିଯୋଗରେ ଜଣକୁ ପୋଲିସ ଅଟକ ରଖି ପଚରାଉଚରା କରୁଛି। ପ୍ରାପ୍ତ ସୂଚନାରୁ ପ୍ରକାଶ ଯେ, ଭବାନୀପାଟଣା ସହର ଗାନ୍ଧୀଛକଠାରେ ଥିବା ଏକ ମୋବାଇଲ ଦୋକାନରୁ ଗତ ଏପ୍ରିଲ ୮ ତାରିଖ ରାତିରେ ଚୋରି ହୋଇଥିଲା।ଦୋକାନ ମାଳିକ ରମେଶ ଅଗ୍ରଓ୍ବାଲ ତାପରଦିନ ଅର୍ଥାତ୍ ୯ ତାରିଖ ସକାଳରେ ଦୋକାନ ଖୋଲିବାକୁ ଆସିବାବେଳେ ଦୋକାନର ତାଲା ଭଙ୍ଗାଯାଇଥିବା ଦେଖିବାକୁ ପାଇଥିଲେ । ଏହାପରେ ଦୋକାନ ଭିତରକୁ ପଶିବା ପରେ ଦୋକାନରେ ଥିବା ମୋବାଇଲ, ପାର୍ଟି ସମେତ ଟଙ୍କା କେହି ଚୋରି କରିନେଇଥିବା ଜାଣିବାକୁ ପାଇଥିଲେ। ଏହାକୁ ନେଇଁ ସେ ଭବାନୀପାଟଣା ଟାଉନ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ସେହିପରି ଗତ ମାର୍ଚ୍ଚ ୨୮ରେ ଭବାନୀପାଟଣା ଡିଏଚ୍‌ଏଚ୍ ଛକଠାରେ ଥିବା ଏକ ମୋବାଇଲ ଦୋକାନରୁ ମଧ୍ୟ ଚୋରି ହୋଇଥିଲା। ଏହାକୁ ନେଇ ଦୋକାନ ମାଳିକ ଦୀପକ ଗୌଡ଼ ମଧ୍ୟ ଥାନାରେ ଲିଖୁତ ଅଭିଯୋଗ କରିଥିଲେ। ଉପରୋକ୍ତ ଘଟଣାକୁ ନେଇ ଟାଉନ ଥାନାରେ ୨ଟି ପୃଥକ୍ ମାମଳା ରୁଜୁ ହୋଇଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!