Thursday, September 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରକକୁ ଧକ୍କା ଦେଲା ବସ୍, ବହୁ ଯାତ୍ରୀ ଗୁରୁତର

by ସଞ୍ଜୟ ସ୍ୱାଇଁ
April 13, 2025
in Accident, State
ଟ୍ରକକୁ ଧକ୍କା ଦେଲା ବସ୍, ବହୁ ଯାତ୍ରୀ ଗୁରୁତର
98
VIEWS
Share on FacebookShare on Twitter

ଖଲ୍ଲିକୋଟ, (ବାଘୁଆବାର୍ତ୍ତା): ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ୧୬ ନମ୍ବର ଜାତୀୟ ରାଜପଥ ଲଙ୍ଗଳେଶ୍ବରରେ ଟ୍ରକ-ବସ୍ ଧକ୍କା । ଦୁର୍ଘଟଣାରେ ୩୦ରୁ ଅଧିକ ଯାତ୍ରୀ ଆହତ । ବାଲୁଙ୍କେଶ୍ୱର ନାମକ ଏକ ଘରୋଇ ବସ ଭୁବନେଶ୍ଵରରୁ ଆସିକା ଯାଉଥିବା ବେଳେ ଟ୍ରକ ପଛକୁ ଧକ୍କା ଦେଇଥିଲା । ଦୁର୍ଘଟଣା ପରେ ବସ ଛାଡ଼ି ଡ୍ରାଇଭର, କଣ୍ଡକ୍ଟର ଓ ହେଲପର ଫେରାର ହୋଇଯାଇଛନ୍ତି । ସମସ୍ତ ଆହତଙ୍କୁ ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି । ସେପଟେ ସାମାନ୍ୟ ଆହତ ହୋଇଥିବା ଯାତ୍ରୀଙ୍କୁ ଚିକିତ୍ସା ପରେ ଖଲ୍ଲିକୋଟ ଥାନା ପକ୍ଷରୁ ଅନ୍ୟ ଏକ ବସ ଯୋଗେ ସେମାନଙ୍କ ଗନ୍ତବ୍ୟ ସ୍ଥଳକୁ ପଠାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!