Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସମ୍ବଲପୁରରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର

by ସଞ୍ଜୟ ସ୍ୱାଇଁ
April 13, 2025
in Crime, State
ସମ୍ବଲପୁରରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର
28
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ଅପରାଧୀଙ୍କ ବିରୋଧରେ ଓଡ଼ିଶା ପୋଲିସର ପୁଣି ଆକ୍ସନ । ସମ୍ବଲପୁରରେ ଦୁର୍ଦ୍ଦାନ୍ତ ଅପରାଧୀ ସୀତାରାମ ଷଡ଼ଙ୍ଗୀଙ୍କୁ ଏନକାଉଣ୍ଟର କଲା ଗୋବିନ୍ଦପୁର ଥାନା ପୋଲିସ । ରଙ୍ଗିଆଟିକିରାରେ ହୋଇଛି ଏହି ଏନକାଉଣ୍ଟର । ସୀତାରାମଙ୍କ ବାମ ଗୋଡ଼ରେ ଗୁଳି ବାଜିଛି । ପ୍ରଥମେ ତାକୁ କୁଚିଣ୍ଡା ଓ ପରେ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ଆଜି ସକାଳେ ପୋଲିସ ସୀତାରାମଙ୍କୁ ଗିରଫ କରିବାକୁ ଯାଇଥିଲା । ତେବେ ସୀତାରାମ ଫେରାର ହେବାକୁ ଉଦ୍ୟମ କରିବା ସହ ପୋଲିସ ଉପରକୁ ଗୁଳି ଚଲାଇଥିଲା । ଫଳରେ ପୋଲିସ ପାଲଟା ଗୁଳି ମାଡ଼ କରିଥିଲା । ସୀତାରମା ନାଁରେ ବିଭିନ୍ନ ଥାନାରେ ଡକାୟତି, ଚୋରି, ହତ୍ୟା ଉଦ୍ୟମ ଭଳି ୨୫ରୁ ଊର୍ଦ୍ଧ୍ବ ମାମଲା ରହିଛି । ତା’ ନିକଟରୁ ଗୋଟିଏ ବନ୍ଧୁକ, ଗୋଟିଏ ଜୀବନ୍ତ ଗୁଳି, ୨ଟି ଖୋକା, ୧ ଲକ୍ଷ ଟଙ୍କା, ଗୋଟିଏ ବାଇକ ଜବତ କରିଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!