Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପିଉସୀ ପୁଅ ଭାଇକୁ ପିଟି ପିଟି ମାରିଦେଲା ଭାଇ

by ସଞ୍ଜୟ ସ୍ୱାଇଁ
April 13, 2025
in Crime, State
ପିଉସୀ ପୁଅ ଭାଇକୁ ପିଟି ପିଟି ମାରିଦେଲା ଭାଇ
127
VIEWS
Share on FacebookShare on Twitter

ବଲାଙ୍ଗୀର, (ବାଘୁଆବାର୍ତ୍ତା): ରାଜ୍ୟରେ ପୁଣି ଏକ ହତ୍ୟା । ରାଉରକେଲାରେ ଜଣେ ଯୁବକଙ୍କୁ ବେକ କାଟି ହତ୍ୟା କରାଯାଇଥିବା ବେଳେ ବଲାଙ୍ଗୀରରୁ ବି ଆସିଛି ଏକ ହତ୍ୟା ଅଭିଯୋଗ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଲାଙ୍ଗୀର କର୍ଲାପାଟ ଗାଁରେ ପିଉସୀ ପୁଅ ଭାଇ ବିଭୀଷଣ ଧରୁଆକୁ ଠେଙ୍ଗାରେ ପିଟି ପିଟି ହତ୍ୟା କରିଛି ଅଭିଯୁକ୍ତ ଭାଇ ପୁରୁନ୍ଧର ଧରୁଆ । ଅଭିଯୋଗ ଅନୁସାରେ, ଗତକାଲି ଗାଁରେ ନାମଯଜ୍ଞ ଚାଲୁଥିଲା । ବିଭୀଷଣ ନାମଯଜ୍ଞ ଦେଖୁଥିଲା । ଏହି ସମୟରେ ପଛପଟୁ ପୁରୁନ୍ଧର ଠେଙ୍ଗାରେ ଆକ୍ରମଣ କରି ତାଙ୍କୁ ହତ୍ୟା କରିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି । ବଲାଙ୍ଗୀରରୁ ସାଇଣ୍ଟିଫିକ ଟିମ୍ ଆସି ଅଧିକ ତଦନ୍ତ କରିବ । ପୂର୍ବରୁ ମଧ୍ୟ ପୁରୁନ୍ଧର ନିଜ ଭାଇକୁ ହତ୍ୟା କରିବା ଅଭିଯୋଗରେ ଜେଲ ଯାଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!