Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦମ୍ପତିଙ୍କ ହାତ ବାନ୍ଧି ଲୁଟ୍, ଲକ୍ଷାଧିକ ଟଙ୍କା ସହ ସୁନା

by ସଞ୍ଜୟ ସ୍ୱାଇଁ
April 13, 2025
in Crime, State
ଦମ୍ପତିଙ୍କ ହାତ ବାନ୍ଧି ଲୁଟ୍, ଲକ୍ଷାଧିକ ଟଙ୍କା ସହ ସୁନା
160
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପୋଷ୍ଟ ମାଷ୍ଟର ଘରୁ ଲୁଟ୍ । ସ୍ୱାମୀ ସ୍ତ୍ରୀଙ୍କ ହାତ ବାନ୍ଧି, ଆଖିରେ ପଟି ବାନ୍ଧିବା ସହ ମୁଣ୍ଡରେ ଲୁହା ରଡ୍ ଲଗାଇ ୫ ଲକ୍ଷ ଟଙ୍କା, ସୁନା ହାର, ଦୁଇ ହଳ କାନଫୁଲ ଓ ୨ ଶହ ଗ୍ରାମ ସୁନା ଲୁଟ୍ । ବାଲେଶ୍ୱର ଜିଲ୍ଲା ଅନନ୍ତପୁର ଫାଣ୍ଡି ତେଣ୍ଟେଇ ଗ୍ରାମର ପୋଷ୍ଟ ମାଷ୍ଟର ବାଟକୃଷ୍ଟ ମଳିକ ଘରୁ ଡକାୟତି ହୋଇଛି । ସୂଚନା ମୁତାବକ, ଶନିବାର ବିଳମ୍ବିତ ରାତିରେ ୪ ଜଣ ଡକାୟତ ମୁହଁରେ କପଡା ବାନ୍ଧି ଦୁଇ ଘଣ୍ଟା ଧରି ବାଟକୃଷ୍ଟ ଘରେ ଲୁଟପାଟ କରିଥିଲେ । ଘରେ ପଶି ପୋଷ୍ଟ ମାଷ୍ଟର ବାଟକୃଷ୍ଟ ଓ ସ୍ତ୍ରୀ ସୁରତୀଙ୍କୁ ହାତ ବାନ୍ଧି ଆଖିରେ ପଟି ବାନ୍ଧିବା ପରେ ହତ୍ୟା ଧମକ ଦେଇ ଲୁଟ୍ କରିଥିଲେ । ତେବେ ଗତ ଦୋଳ ପୂର୍ଣ୍ଣିମା ଦିନ ସେହି ଗାଁ ରାମଚନ୍ଦ୍ର କର ଘରେ ଡକାୟତ ପସି ହାତ ଗୋଡ଼ ବାନ୍ଧି ସୁନା ଗାହଣ ଓ ଟଙ୍କା ଲୁଟ କରି ନେଇଥିଲେ । ଦୁଇଟି ଘଟଣାରେ ପୋଲିସ ହାତ ଖାଲିକରି ବସିଛି । ଉଭୟ ଘଟଣା ପରେ ଗାଁ ଲୋକେ ଭୟଭୀତ ହୋଇପଡିଛନ୍ତି । ପୋଲିସ ଉଭୟ ଘଟଣାରେ ଡକାୟତଙ୍କୁ ନ ଧରିଲେ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!