Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାରତ-ଇଂଲଣ୍ଡ ୪ର୍ଥ ଟେଷ୍ଟ; ଇଂଲଣ୍ଡ-୨୦୫/୧୦ ଭାରତ-୨୯୪/୭

by ସଞ୍ଜୟ ସ୍ୱାଇଁ
March 5, 2021
in NATIONAL NEWS, Sports
ଭାରତ-ଇଂଲଣ୍ଡ ୪ର୍ଥ ଟେଷ୍ଟ; ଇଂଲଣ୍ଡ-୨୦୫/୧୦ ଭାରତ-୨୯୪/୭
117
VIEWS
Share on FacebookShare on Twitter

ଅହମ୍ମଦାବାଦ,(ବାଘୁଆବାର୍ତ୍ତା): ଅହମ୍ମଦାବାଦରେ ଚାଲିଥିବା ଭାରତ-ଇଂଲଣ୍ଡ ୪ର୍ଥ ଟେଷ୍ଟ ମ୍ୟାଚରେ ଭାରତ ସ୍ପିନ ବୋଲିଂରେ ଧରାଶାୟୀ ହୋଇଛି ଇଂଲଣ୍ଡ । ୪ର୍ଥ ମ୍ୟାଚର ପ୍ରଥମ ଦିନରେ ଇଂଲଣ୍ଡ ବ୍ୟାଟିଂ ଆରମ୍ଭ କରିଥିଲା । ଭାରତର ସ୍ପିନ ଯାଦୁରେ ଫସିଗଲା ଇଂଲଣ୍ଡ । ଯାହାଫଳରେ ଅଲଆଉଟ ହୋଇ ୨୦୫ରନ କରିପାରିଥିଲା । ଭାରତ ୪ର୍ଥ ଟେଷ୍ଟର ୨ୟ ଦ୍ୱିବସ ଖେଳ ଶେଷ ସୁଦ୍ଧା ମୂଲ୍ୟବାନ ୭ଟି ୱିକେଟ୍ ହରାଇ ୨୯୪ରନ କରିପାରିଛି । ତେବେ ଏହା ଭିତରେ ଭାରତ ଇଂଲଣ୍ଡ ଉପରେ ୮୯ରନ ଲିଡ୍ ଦେଇଛି । ଭାରତର ହିଟ୍ ମ୍ୟାନ ରୋହିତ ଶର୍ମା ୧୪୪ଟି ବଲ୍ ସାମ୍ନାକରି ୪୯ରନ, ପନ୍ଥ ୧୧୮ଟି ବଲ ସାମ୍ନାକରି ୧୦୧ ରନକରି ଆଉଟ ହୋଇଥିବା ବେଳେ ୱାଶିଟନ ସୁନ୍ଦର ୬୦ ଓ ଅକ୍ଷର ପଟେଲ ୧୧ରନ କରି ଅପରାଜିତ ଥିବା ଜଣାପଡିଛି । ଇଂଲଣ୍ଡ ପକ୍ଷରୁ ଜେମସ୍ ଆଣ୍ଡରସନ୍ ୩ଟି, ବେନ ଷ୍ଟୋକ ଓ ଜ୍ୟାକ୍ ଲିଚ୍ ୨ଟି ଲେଖାଏଁ ୱିକେଟ୍ ନେଇଥିବା ଜଣାପଡିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!