Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୬ଟି ପ୍ରସ୍ତାବ ଉପରେ ବାଜିଲା ରାଜ୍ୟ କ୍ୟାବିନେଟ ମୋହର

by ସଞ୍ଜୟ ସ୍ୱାଇଁ
March 6, 2021
in Planning and Development, State
୧୬ଟି ପ୍ରସ୍ତାବ ଉପରେ ବାଜିଲା ରାଜ୍ୟ କ୍ୟାବିନେଟ ମୋହର
485
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ରାଜ୍ୟ କ୍ୟାବିନେଟରେ ବସିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି । ଉକ୍ତ ବୈଠକରେ ପାରିତ ହୋଇଥିବା ୧୬ଟି ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟର ମୋହର ବାଜିଛି । ସାମାଜିକ ସୁରକ୍ଷା, ଶକ୍ତି, କୃଷି, ଅବକାରୀ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସାଧାରଣ ପ୍ରଶାସନ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ଏବଂ ଇସ୍ପାତ ଓ ଖଣି ବିଭାଗର ପ୍ରସ୍ତାବରେ ରାଜ୍ୟ କ୍ୟାବିନେଟର ଅନୁମୋଦନ କରିଛି । ଏଥିରେ ମିଶନ ଶକ୍ତି ନାମରେ ଥିବା ନୂଆ ବିଭାଗକୁ ମଧ୍ୟ କ୍ୟାବିନେଟ ମୋହର ବାଜିଛି । ତତସହିତ ୧୦ଟି ଗ୍ରାମୀଣ ପାନୀୟ ଜଳ ଯୋଗାଣ କାର୍ଯ୍ୟକୁ ମଧ୍ୟ ମଞ୍ଜୁରୀ ମିଳିଛି । ସେହିପରି ବାଲେଶ୍ୱର ଜିଲ୍ଲା ରେମୁଣା ତହସିଲ ଅଧିନରେ ୨୫ଏକର ଜମିରେ ଏମ୍ସ ସାଟେଲାଇଟ ସେଣ୍ଟର ନିର୍ମାଣକୁ ନେଇ କ୍ୟାବିନେଟରେ ଅନୁମୋଦନ ହୋଇଛି ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!