Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏପ୍ରିଲ ୯ରୁ ଆଇପିଏଲ-୨୦୨୧

by ସଞ୍ଜୟ ସ୍ୱାଇଁ
March 7, 2021
in NATIONAL NEWS, Sports
ଏପ୍ରିଲ ୯ରୁ ଆଇପିଏଲ-୨୦୨୧
119
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା): ଚଳିତ ବର୍ଷ ଇଣ୍ଡିଆଲ ପ୍ରିମିୟର ଲିଗ(ଆଇପିଏଲ) ଆସନ୍ତା ଏପ୍ରିଲ ୯ତାରିଖରୁ ଆରମ୍ଭ ହେବା ନେଇ ସୂଚନା ମିଳିଛି । ଏନେଇ ଆଜି ବିଧିବଦ୍ଧ ଭାବେ ଘୋଷଣା କରିଛି ବିସିସିଆଇ । ଏପ୍ରିଲ ୯ତାରିଖରୁ ଆରମ୍ଭ ହେବାକୁ ଥିବା ଆଇପିଏଲ-୨୦୨୧ ମ୍ୟାଚ ଚେନ୍ନାଇରେ ଉଦଘାଟନୀ ମ୍ୟାଚ ଖେଳାଯିବ । ତେବେ ଉଦଘାଟନୀ ଆଇପିଏଲ ମ୍ୟାଚରେ ମୁମ୍ବାଇ ସହିତ ବାଙ୍ଗାଲୋର ମଧ୍ୟରେ ମୁକାବିଲା ହେବ । ଆପିଏଲ-୨୦୨୧ ଏପ୍ରିଲ ୯ରୁ ଆରମ୍ଭ ହୋଇ ମେ ୩୦ପର୍ଯ୍ୟନ୍ତ ଚାଲିବ । ମେ ୩୦ତାରିଖରେ ଅହମ୍ମଦାବାଦରେ ଫାଇନାଲ ମ୍ୟାଚ ଖେଳାଯିବ । ତେଣୁ ମହାମାରୀ କରୋନା କୋଭିଡ୍-୧୯ ଭାଇରସକୁ ଦୃଷ୍ଟିରେ ରଖି ଆଇପିଏଲ-୨୦୨୧ର ସମସ୍ତ ମ୍ୟାଚ ବିନା ଦର୍ଶକରେ ଖେଳାଯିବା ନେଇ ଆଜି ବିସିସିଆଇ ପକ୍ଷରୁ ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!