Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡୁଙ୍ଗୁରିପାଲି ଥାନା ଅଞ୍ଚଳରେ ଫୁଟିଲା ଗୁଳି

by ସଞ୍ଜୟ ସ୍ୱାଇଁ
April 18, 2025
in Crime, State
ଦୁଇ ଭାଇଙ୍କ କଳିରେ ପଶି ମା’ ଖାଇଲେ ଗୁଳିମାଡ଼, ଅଭିଯୁକ୍ତକୁ ଧରିଲେ ପୁଲିସ
62
VIEWS
Share on FacebookShare on Twitter

ବିନିକା, (ବାଘୁଆବାର୍ତ୍ତା): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ଅଞ୍ଚଳରେ ଫୁଟିଲା ଗୁଳି । ବାଇକରେ ଦୁଇ ଜଣ ଯାଉଥିବା ବେଳେ କଲେଜ ଛକ ନିକଟରେ ଅନ୍ୟ ଏକ ବାଇକରେ ଦୁଇଜଣ ମୁଖା ପିନ୍ଧି ଆସି ବନ୍ଧୁକ ଦେଖାଇ ଲୁଟ୍ ମାର କରୁଥିଲେ । ୨୦ ହଜାର ଟଙ୍କା ଲୁଟି ନେବା ସହିତ ଗୋଟାଏ ରାଉଣ୍ଡ ଗୁଳି ଚାଳନା ମଧ୍ୟ କରିଥିଲେ । ଗୁଳିମାଡରେ ଡୁଙ୍ଗୁରିପାଲିର ଧୀରେନ୍ ଭୋଇର ଗୋଡ଼ରେ ଗୁଳି ବାଜିଥିବା ଜଣାପଡିଛି । ମୁଖା ପିନ୍ଧା ଦୁଇଜଣ ଦୁବୃର୍ତ୍ତ ଗୋଟାଏ ରାଉଣ୍ଡ ଗୁଳି ଚାଳନା କରିବା ସହିତ ଧୀରେନ୍ ଭୋଇଙ୍କ ପାଖରେ ଥିବା ୨୦ ହଜାର ଟଙ୍କା ଲୁଟି ଫେରାଇ ମାରିଛନ୍ତି । ଗୁରୁତର ଅବସ୍ତାରେ ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ଅବସ୍ଥା ଗୁରୁତର ଥିବାରୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି l ଡୁଙ୍ଗୁରିପାଲି ପୋଲିସ ଏହି ଘଟଣାକୁ ନେଇ ତଦନ୍ତ କରୁଥିବା ଜଣାପଡ଼ିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!