Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାତି ଜଗୁଆଳୀଙ୍କ ଆତ୍ମହତ୍ୟା

by ସଞ୍ଜୟ ସ୍ୱାଇଁ
April 19, 2025
in Crime, State
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ଦନ୍ତା ହାତୀର ଜୀବନ
58
VIEWS
Share on FacebookShare on Twitter

ଆଠଗଡ଼, (ବାଘୁଆବାର୍ତ୍ତା): ଆଠଗଡ଼ ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟରେ ଅଘଟଣ । ରାତି ଜଗୁଆଳୀ ଭାବେ କାମ କରୁଥିବା ଜଣେ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି । ମୃତକଙ୍କ ନାମ ପଞ୍ଚାନନ ସ୍ୱାଇଁ । ସେ ଆଠଗଡ଼ ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟରେ ରାତି ଜଗୁଆଳୀ ଭାବେ କାମ କରୁଥିଲେ । ଘଟଣା ସଂପର୍କରେ ଖବର ପାଇ ଆଠଗଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ଖବର ଅନୁଯାୟୀ, ପଞ୍ଚାନନ ସ୍ୱାଇଁ ଦୀର୍ଘ ବର୍ଷ ଧରି ତାଙ୍କ ପରିବାର ସହିତ ଆଠଗଡ଼ ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଥିବା ସରକାରୀ କୋଠାରେ ରହୁଥିଲେ । ଶନିବାର ସକାଳୁ ସକାଳୁ ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟରୁ ତାଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ପାଇଥିଲେ ସହକର୍ମୀ । ଏହା ପରେ ତୁରନ୍ତ ତାଙ୍କୁ ଉଦ୍ଧାର କରି ଆଠଗଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି । ସେପଟେ ଆଠଗଡ଼ ପୋଲିସ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍ ଟିମ୍ର ସହଯୋଗ ମଧ୍ୟ ନେଇପାରେ ପୋଲିସ । ତେବେ ଆତ୍ମହତ୍ୟା ପଛର କାରଣ କଣ ? ନା ମୃତ୍ୟୁ ପଛରେ ଆଉ କଣ କାରଣ । ତାହା ପୋଲିସ ତଦନ୍ତ ପରେ ହିଁ ଜଣାପଡିବ ବୋଲି ଆଶା କରାଯାଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!