ଯାଜପୁର,(ବାଘୁଆବାର୍ତ୍ତା): ମୁଖ୍ୟ ଶାସନ ସଚିବ ଆଜି ଯାଜପୁର କରିଛନ୍ତି । ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନ ମୁଳକ ପ୍ରକଳ୍ପର ତଦାରଖ କରିଛନ୍ତି । ଏବଂ ନିର୍ଦ୍ଧାରିତ ସମୟ ଭିତରେ ପ୍ରକଳ୍ପ ଗୁଡିକର କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ।






