Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଥାନା ନିକଟରେ ଯୁବକଙ୍କୁ ଗୁଳିମାଡ଼

by ସଞ୍ଜୟ ସ୍ୱାଇଁ
April 20, 2025
in Crime, State
ଥାନା ନିକଟରେ ଯୁବକଙ୍କୁ ଗୁଳିମାଡ଼
40
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଅଶାନ୍ତି ରାଜଧାନୀ ଭୁବନେଶ୍ବର । ପୋଲିସକୁ ବି ନାହିଁ ଡର । ଥାନା ନିକଟରେ ବି ଅପରାଧ ଘଟାଇବାକୁ ଡରୁ ନାହାନ୍ତି ଅପରାଧୀ । ରାଜଧାନୀ ଉପକଣ୍ଠ ବାଲିପାଟଣା ଥାନା ନିକଟରେ ଫୁଟିଲା ଗୁଳି । ଜଣେ ଯୁବକ ଆହତ । ଆହତ ଯୁବକ ହେଲେ ଗୁଆପୁର ଗ୍ରାମର ଦୀପ୍ତି ରଞ୍ଜନ ମହାପାତ୍ର । ଦୀପ୍ତିଙ୍କ ବାମ ହାତରେ ଗୁଳି ବାଜିଛି । ସୂଚନାଯୋଗ୍ୟ, ଦୀପ୍ତି ଥାନା ନିକଟ ଭଡା ଘର ବାରଣ୍ଡାରେ ରାତିରେ ବସିଥିଲେ । ଏହି ସମୟରେ ୨ ଜଣ ଯୁବକ ଏକ ବାଇକରେ ଆସି ଦୀପ୍ତିଙ୍କୁ ଗୁଳି ମାଡ଼ କରି ଫେରାର ହୋଇଯାଇଛନ୍ତି । ପୂର୍ବ ଶତ୍ରୁତାରୁ ଗୁଳି ମାଡ଼ ହୋଇଥିବା ଅନୁମାନ କରାଯାଉଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!