Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପିସିଆରକୁ ଚାପିଦେଲା ହାଇଓ୍ବା : ୨ ପୋଲିସ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
April 22, 2025
in Accident, State
ପିସିଆରକୁ ଚାପିଦେଲା ହାଇଓ୍ବା : ୨ ପୋଲିସ ମୃତ୍ୟୁ
162
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): କଟକ ଗତିରାଉତ ପାଟଣା କେନାଲ ରୋଡ଼ ରାସ୍ତାରେ ଦୁର୍ଘଟଣା। ପୋଲିସ ପିସିଆର୍ ଉପରେ ଚଢ଼ିଗଲା ହାଇୱା। ଡ୍ୟୁଟିରେ ଥିବା ୨ ପୋଲିସ କର୍ମଚାରୀ ମୃତ। ଜଣେ ହୋମଗାର୍ଡ ହୋଇଥିବା ବେଳେ ଜଣେ ଏପିଆଇ ପୋଲିସ କର୍ମଚାରୀ। ଘଟଣା ସ୍ଥଳରେ ବରିଷ୍ଠ ପୋଲିସ ଅଧିକାରୀ ପହଂଚି ତଦନ୍ତ କରୁଛନ୍ତି। ପିସିଆର ଟି CRRI ଥାନାର ବୋଲି ଜଣାପଡ଼ିଛି। ଆଉ ଜଣେ ଗୁରୁତରଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!