Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଦ୍ମପୁରରେ ଗୁଣି ଗାରେଡି ସନ୍ଦେହରେ ଜଣଙ୍କୁ ହତ୍ୟା

by ସଞ୍ଜୟ ସ୍ୱାଇଁ
April 22, 2025
in Crime, State
ପଦ୍ମପୁରରେ ଗୁଣି ଗାରେଡି ସନ୍ଦେହରେ ଜଣଙ୍କୁ ହତ୍ୟା
39
VIEWS
Share on FacebookShare on Twitter

ଗୁଣୁପୁର, (ବାଘୁଆବାର୍ତ୍ତା): ରାୟଗଡ଼ା ଜିଲ୍ଲା ପଦ୍ମପୁରରେ ଅଭାବନୀୟ ଘଟଣା । ଗୁଣିଗାରେଡ଼ି ସନ୍ଦେହରେ ଜଣଙ୍କୁ ହତ୍ୟା କରାଯାଇଛି। ମୃତକ ପଦ୍ମପୁର ହାଟପଦା ସାହିର ଭୈରବ ସାହୁ, ତାଙ୍କ ବୟସ ୫୫ ବର୍ଷ ବୋଲି ଜଣାପଡିଛି । ଖବର ଅନୁଯାୟୀ, କିଛି ଦିନ ତଳେ ଗାଁରେ ଜଣଙ୍କର ମୃତ୍ୟୁ ହୋଇଥିଲା । ଯାହାକୁ ଗୁଣି ଗାରେଡ଼ିରେ ସନ୍ଦେହ କରି ହତ୍ୟା କରାଯାଇଥିବା ସନ୍ଦେହ କରିଥିଲେ ଗାଁ ଲୋକ ।ମୃତକ ପଦ୍ମପୁର ହାଟପଦା ସାହିର ଭୈରବ ସାହୁ ବୋଲି ଜଣାପଡିଛି । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ପରେ ପଦ୍ମପୁର ଥାନା ପୋଲିସ ଘଟଣାର ତଦନ୍ତ କରିବାକୁ ଯାଇଥିବା ବେଳେ ପଥର ମାଡ଼ କରିଥିଲେ ଗାଁଲୋକ । ପଚରାଉଚରା କରିବାକୁ ଯାଇଥିବା ବେଳେ ପରିସ୍ଥିତି ଅସମ୍ଭାଳ ହୋଇଥିଲା । ଶେଷରେ ପୋଲିସ ଫୋର୍ସ ଘଟଣାସ୍ଥଳରେ ପହଞ୍ଚି ଥାନା ଅଧିକାରୀଙ୍କୁ ଉଦ୍ଧାର କରିଥିଲେ ।ତେବେ ଗାଁର ପରିସ୍ଥିତିକୁ ଦେଖି ୪ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!