Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଙ୍ଗଲରେ ନାବାଳିକାକୁ ଗଣଦୁଷ୍କର୍ମ କରି ୩ ଦୁର୍ବୃତ୍ତ ଫେରାର

by ସଞ୍ଜୟ ସ୍ୱାଇଁ
April 22, 2025
in Crime, State
ଜଙ୍ଗଲରେ ନାବାଳିକାକୁ ଗଣଦୁଷ୍କର୍ମ କରି ୩ ଦୁର୍ବୃତ୍ତ ଫେରାର
92
VIEWS
Share on FacebookShare on Twitter

ସୁନ୍ଦରଗଡ଼, (ବାଘୁଆବାର୍ତ୍ତା): ସୁନ୍ଦରଗଡ଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଗଣଦୁଷ୍କର୍ମର ଅଭିଯୋଗ ହୋଇଛି। ବିବାହ ଭୋଜି ସାରି ସମ୍ପର୍କୀୟଙ୍କ ସହ ବାଇକରେ ଘରକୁ ଫେରିବା ସମୟରେ ଏକ ବୋଲେରୋରେ ଆସି ବାଇକକୁ ଧକ୍କା ଦେଇ ୩ ଜଣ ଦୁର୍ବୃତ୍ତ ନାବାଳିକାକୁ ଟେକି ନେଇଗଲେ ଓ ଗଣଦୁଷ୍କର୍ମ କଲେ। ଜଙ୍ଗଲରେ ଗଣଦୁଷ୍କର୍ମ ପରେ ଦୁର୍ବୃତ୍ତମାନେ ଫେରାର ହୋଇଗଲେ। ତଳସରା ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଗଣଦୁଷ୍କର୍ମର ଅଭିଯୋଗ ହୋଇଛି। ବିବାହ ଭୋଜି ସାରି ସମ୍ପର୍କୀୟଙ୍କ ସହ ବାଇକରେ ଘରକୁ ଫେରିବା ସମୟରେ ଏକ ବୋଲେରୋରେ ଆସି ବାଇକକୁ ଧକ୍କା ଦେଇ ୩ ଜଣ ଦୁର୍ବୃତ୍ତ ନାବାଳିକାକୁ ଟେକି ନେଇଗଲେ ଓ ଗଣଦୁଷ୍କର୍ମ କଲେ। ଜଙ୍ଗଲରେ ଗଣଦୁଷ୍କର୍ମ ପରେ ଦୁର୍ବୃତ୍ତମାନେ ଫେରାର ହୋଇଗଲେ। ଏନେଇ ତଲସରା ଥାନାରେ ଅଭିଯୋଗ ହେବା ପରେ ଏକ ମାମଲା ରୁଜୁ ହୋଇଛି। ଘଟଣା ସଂପର୍କରେ ପୁଲିସ ତଦନ୍ତ ଆରମ୍ଭ କରିଛି। ଏନେଇ ତଲସରା ଥାନାରେ ଅଭିଯୋଗ ହେବା ପରେ ଏକ ମାମଲା ରୁଜୁ ହୋଇଛି। ଘଟଣା ସଂପର୍କରେ ପୁଲିସ ତଦନ୍ତ ଆରମ୍ଭ କରିଛି। ତେବେ ରିପୋର୍ଟ ଲେଖା ହେବା ଯାଏ ଏହି ମାମଲାରେ କୌଣସି ଅଭିଯୁକ୍ତଙ୍କୁ ଧରିନାହିଁ ପୁଲିସ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!