Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏପ୍ରିଲ ୨୪ରେ ମିଳିବ ନୂଆ ରାସନ କାର୍ଡ

by ସଞ୍ଜୟ ସ୍ୱାଇଁ
April 22, 2025
in State
ଏପ୍ରିଲ ୨୪ରେ ମିଳିବ ନୂଆ ରାସନ କାର୍ଡ
90
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ଏପ୍ରିଲ ୨୪ରେ ମିଳିବ ନୂଆ ରାସନ କାର୍ଡ। ପଞ୍ଚାୟତିରାଜ ଦିବସରେ ବାଣ୍ଟିବେ ସରକାର। ପୁରୀରେ ନୂଆ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ। ପର୍ଯ୍ୟାୟ କ୍ରମେ ୫ ଲକ୍ଷ ୯୦ ହଜାର ନୂଆ କାର୍ଡ ବଣ୍ଟା ହେବ। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଜିଲ୍ଲାପାଳମାନଙ୍କୁ ଆଜି ସୁଦ୍ଧା ନୂଆ କାର୍ଡ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏବେବି ୨୫ ଲକ୍ଷ ହିତାଧିକାରୀ ଇକେୱାଇସି କରିନାହାନ୍ତି। ସେମାନଙ୍କୁ ଯାଞ୍ଚ କରିବା ପାଇଁ ଅଫିସରମାନଙ୍କୁ ଫିଲ୍ଡ ଭିଜିଟ କରି ରିପୋର୍ଟ ଦେବାକୁ କୁହାଯାଇଛି। ରିପୋର୍ଟ ଆସିବା ପରେ କେଉଁ ହିତାଧିକାରୀ ଅଛନ୍ତି, କିଏ ନାହାନ୍ତି, କାହାର ନାମ କଟାଯିବ ସେନେଇ ନିଷ୍ପତ୍ତି ନିଆଯିବ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!