Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

RI, ଅମିନ ପରୀକ୍ଷାରେ ସମସ୍ତେ ପ୍ରିଲିମ୍‌ ପାସ୍, ଅନିୟମିତତା ନେଇ ରାଜ୍ୟବ୍ୟାପୀ ଦେଖାଦେଇଥିଲା ଅସନ୍ତୋଷ

by ସଞ୍ଜୟ ସ୍ୱାଇଁ
April 23, 2025
in State
RI, ଅମିନ ପରୀକ୍ଷାରେ ସମସ୍ତେ ପ୍ରିଲିମ୍‌ ପାସ୍, ଅନିୟମିତତା ନେଇ ରାଜ୍ୟବ୍ୟାପୀ ଦେଖାଦେଇଥିଲା ଅସନ୍ତୋଷ
256
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଆର୍‌ଆଇ, ଏଆର୍‌ଆଇ, ଆଇସିଡିଏସ୍‌ ସୁପର ଭାଇଜର, ଅମିନ ପରୀକ୍ଷା ଦେଇଥିବା ସମସ୍ତ ଆଶାୟୀ ପ୍ରିଲିମ୍‌ ପାସ୍‌ କରିଛନ୍ତି। ଏନେଇ ଓଡ଼ିଶା ଅଧସ୍ତନ କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ପକ୍ଷରୁ ସୂଚନା ଦିଆଯାଇଛି। କେବଳ ପ୍ରିଲିମ୍‌ରେ କପି କରି ଧରାପଡ଼ିଥିବା ୯ ଜଣ ମେନ୍‌ ଦେଇପାରିବେନି। ଅନ୍ୟ ସମସ୍ତ ଆଶାୟୀ ମେନ୍‌ ପରୀକ୍ଷା ଦେଇପାରିବେ। କେବେ ମୁଖ୍ୟ ପରୀକ୍ଷା ହେବ ତାହା ପରେ ଓଏସ୍‌ଏସ୍‌ଏସ୍‌ସି ପକ୍ଷରୁ ସୂଚନା ଦିଆଯିବ। ସୂଚନାଯୋଗ୍ୟ ଓଡ଼ିଶା ଅଧସ୍ତନ କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ବାରା ୨୦୨୪ ସେପ୍ଟେମ୍ବର ୨୦ରୁ ଅକ୍ଟୋବର ୮ ପର୍ଯ୍ୟନ୍ତ ହୋଇଥିଲା ଆର୍‌ଆଇ, ଏଆର୍‌ଆଇ, ଆଇସିଡିଏସ୍‌ ସୁପର ଭାଇଜର, ଅମିନ ପରୀକ୍ଷାରେ ବ୍ୟାପକ ଅନିୟମିତତା ହୋଇଥିବା ଜଣାପଡିଥିଲା। ପରୀକ୍ଷାରେ ଆଶାୟୀଙ୍କୁ ନିଯୁକ୍ତି ଦେବାକୁ କହି ସେମାନଙ୍କଠାରୁ ଲକ୍ଷଲକ୍ଷ ଟଙ୍କା ଲୁଟ୍‌ ହୋଇଥିବା ଖବର ଆସିଥିଲା। ଯାହା ପରେ ରାଜ୍ୟର କିଛି ଛାତ୍ର ସଙ୍ଗଠନ ଏହାକୁ ବିରୋଧ କରିବା ସହ ପରୀକ୍ଷାକୁ ବାତିଲ କରିବାକୁ ଦାବି କରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!