Tuesday, November 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆତଙ୍କୀ ହମଲାରେ ୨୭ ମୃତାହତ ମାନଙ୍କ ଅମର ଆତ୍ମାର ସଦଗତି ପାଇଁ ନୟାଗଡ ଜିଲ୍ଲା ଓକିଲ ସଙ୍ଘ ପକ୍ଷରୁ ନୀରବ ପ୍ରାର୍ଥନା

by ସଞ୍ଜୟ ସ୍ୱାଇଁ
April 24, 2025
in Nayagarh, State
ଆତଙ୍କୀ ହମଲାରେ ୨୭ ମୃତାହତ ମାନଙ୍କ ଅମର ଆତ୍ମାର ସଦଗତି ପାଇଁ ନୟାଗଡ ଜିଲ୍ଲା ଓକିଲ ସଙ୍ଘ ପକ୍ଷରୁ ନୀରବ ପ୍ରାର୍ଥନା
225
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଜାମ୍ମୁ କାଶ୍ମୀର ଆତଙ୍କୀ ହମଲା ରେ ୨୭ ମୃତାହତ ମାନଙ୍କ ଅମର ଆତ୍ମା ସଦଗତି କାମନା କରି ନୟାଗଡ ଜିଲ୍ଲା ଓକିଲ ସଙ୍ଘ ପକ୍ଷରୁ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇ ଥିଲl l ଏହି ପୂଜ୍ୟପୂଜା କାର୍ଯ୍ୟକ୍ରମ ଜିଲ୍ଲା ଜଜ ଶ୍ରୀ ଆନନ୍ଦ ନାରାୟଣ ମହାରଣା, ପୋକ୍ସ ଜଜ ଶ୍ରୀ ମାନସ ରଞ୍ଜନ ପଣ୍ଡା, ଅତିରିକ୍ତ ଜିଲ୍ଲା ଜଜ ଶ୍ରୀମତୀ ରୀଜା ରାୟ, ଡିଏଲଏସଏ ସଚିବ ଶ୍ରୀମତୀ ଅଞ୍ଜଳି ମଛଖଣ୍ଡ,ସିଭିଲ କୋର୍ଟ ରେଜିଷ୍ଟ୍ରାର ସୋନାଲି ସୁଚରିତା ଙ୍କ ସମେତ ସମସ୍ତ ବିଚାରପତି, ଜିଲ୍ଲା ଓକିଲ ସଙ୍ଘ ସଭାପତି ଶ୍ରୀ ରଣଜିତ ଦାଶ, ସମ୍ପାଦକ ଶ୍ରୀ ସ୍ବଦେଶ ମିଶ୍ର ଙ୍କ ସମେତ ସଙ୍ଘ ର ସମସ୍ତ ଆଇନଜୀବୀ, ମୋହରିର, କୋର୍ଟ କର୍ମଚାରୀ ମାନେ ଉପସ୍ଥିତ ରହି ଅମର ଆତ୍ମା କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ l

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!