Tuesday, November 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲା ସ୍ତରୀୟ ଶିଶୁ ସୁରକ୍ଷା କମିଟି ବୈଠକ

by ସଞ୍ଜୟ ସ୍ୱାଇଁ
April 25, 2025
in Nayagarh
ଜିଲ୍ଲା ସ୍ତରୀୟ ଶିଶୁ ସୁରକ୍ଷା କମିଟି ବୈଠକ
134
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ସେଣ୍ଟର୍ ଫର୍ କାଟାଲାଇଜିଙ୍ଗ ଚେଞ୍ଜ ତରଫରୁ ନୟାଗଡ଼ ଜିଲ୍ଲାରେ ଚାଇଲ୍ଡ ପ୍ରୋଟେକ୍ସନ କମିଟିର ଏକ ଗୁରୁତ୍ବପୂର୍ଣ୍ଣ ସମୀକ୍ଷା ବୈଠକ ଆଜି ସଦଭାବନା ସଭା ଗୃହରେ ଅନୁଷ୍ଠିତ ହୋଇଛି। ଉକ୍ତ ବୈଠକରେ ଶିଶୁ ସୁରକ୍ଷା ସମ୍ବନ୍ଧୀୟ ବିଭିନ୍ନ ବିଷୟରେ ଚର୍ଚ୍ଚା କରାଯାଇଛି। ଜିଲ୍ଲା ସଂଯୋଜକ ସୁକେଶ ମ୍ରିଧାଙ୍କ ଦ୍ୱାରା ଅତିଥିଙ୍କୁ ସ୍ଵାଗତ କରାଯାଇଥିଲା ବେଳେ, ପ୍ରୋଗ୍ରାମ୍ ଅଫିସର ହିମାଶୁଂ ସିଂହ ପ୍ରକଳ୍ପର ସଂକ୍ଷିପ୍ତ ତଥ୍ୟ ଉପସ୍ଥାପନ କରିଥିଲେ । ବୈଠକରେ ଶିଶୁ ସୁରକ୍ଷା ସମ୍ବନ୍ଧୀୟ ଚ୍ୟାଲେଞ୍ଜ ଓ ସମସ୍ୟାଗୁଡ଼ିକ ଉପରେ ବକ୍ତବ୍ୟ ରଖିଥିଲେ । ମୁଖ୍ୟ ଅତିଥି ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ଡିଏସଡବ୍ଲ୍ୟୁଓ ସମ୍ମାନିତ ଅତିଥି ଅର୍ଚ୍ଚନା କହଁର ଏବଂ ସିଡବ୍ଲ୍ୟୁସି ଅଧ୍ୟକ୍ଷ କିଶୋର ଚନ୍ଦ୍ର ମହାପାତ୍ର ବୈଠକରେ ଯୋଗ ଦେଇ ସରକାରୀ ଯୋଜନା ବିଷୟରେ ଆଲୋକପାତ କରିଥିଲେ । ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଅଧିକାରୀ ସିବିଆନ ପ୍ରଧାନ, ଶିଶୁ ସୁରକ୍ଷା ଓ ଅଧିକାର ଗୁରୁତ୍ବ ଉପରେ ଆଲୋଚନା କରିଥିଲେ । ବ୍ଲକ, ଗ୍ରାମ ପଞ୍ଚାୟତ ଓ ଗ୍ରାମ ସ୍ତରରେ ଶିଶୁ ସୁରକ୍ଷା କମିଟିର ସୁଦୃଢୀକରଣ ଉପରେ ଚର୍ଚ୍ଚା ହୋଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!