Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୁବନେଶ୍ବରରେ ଜରୁରୀ ଅବତରଣ କଲା ୮ ବିମାନ

by ସଞ୍ଜୟ ସ୍ୱାଇଁ
April 27, 2025
in State
ନୂଆ ମାଇଲଖୁଣ୍ଟ ଅତିକ୍ରମ କଲା ଭୁବନେଶ୍ୱର ବିମାନବନ୍ଦର
145
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): କୋଲକାତାରେ କାଳବୈଶାଖୀ। ପାଗ ଖରାପ ଯୋଗୁଁ ଭୁବନେଶ୍ବରରେ ଜରୁରୀ ଅବତରଣ କଲା ୮ ବିମାନ । ୧୨ ଘଣ୍ଟା ପରେ ବି ଗନ୍ତବ୍ୟସ୍ଥଳରେ ଯାତ୍ରୀ ପହଞ୍ଚିନପାରିବାରୁ ଅସନ୍ତୋଷ ପ୍ରକାଶ ପାଇଛି । ଭୁବନେଶ୍ୱର ବିମାନ ବନ୍ଦରରେ ଉତ୍ତେଜନା ପ୍ରକାଶ ପାଇଛି । ଗେଟ ସମ୍ମୁଖରେ ୧୪୦ରୁ ଅଧିକ ଯାତ୍ରୀଙ୍କ ହୋହଲ୍ଲା କରିଛନ୍ତି । ମିଳିଥିବା ସୂଚନା ଅନୁସାରେ ପାଗ ଖରାପ ଯୋଗୁଁ ଦିଲ୍ଲୀରୁ କୋଲକାତା ଯାଉଥିବା ଯାତ୍ରୀଙ୍କୁ ଗତକାଲି ରାତିରୁ ଭୁବନେଶ୍ୱର ବିମାନ ବନ୍ଦରରେ ଜରୁରୀ ଅବତରଣ କରିଥିଲା ସ୍ପାଇସଜେଟ। ପାଗ ଭଲ ହେବା ପରେ ବି ଗନ୍ତବ୍ୟସ୍ଥଳରେ ପହଂଚି ପାରିନାହାନ୍ତି ଯାତ୍ରୀ। ସେପଟେ ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କ ସୂଚନା ଅନୁସାରେ, ଗତକାଲି ୮ଟି ଫ୍ଲାଇଟ ଅବତରଣ କରିଥିଲା। ସେଥି ମଧ୍ୟରୁ ଦୁଇଟି ଫ୍ଲାଇଟ ରହି ଯାଇଛି। ସମସ୍ତ ଯାତ୍ରୀଙ୍କୁ ପଠାଇବାକୁ ବ୍ୟବସ୍ଥା କରାଯାଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!