Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବସ୍ ଓଲଟି ଜଣଙ୍କର ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
April 28, 2025
in Accident, State
ବସ୍ ଓଲଟି ଜଣଙ୍କର ମୃତ୍ୟୁ
41
VIEWS
Share on FacebookShare on Twitter

ସୁନ୍ଦରଗଡ଼, (ବାଘୁଆବାର୍ତ୍ତା): ସୁନ୍ଦରଗଡ଼ ଡୁଲିଙ୍ଗା କୋଇଲା ଖଣି ଭିତରେ ଦୁର୍ଘଟଣା । ବସ୍ ଓଲଟି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬ରୁ ଅଧିକ ଗୁରୁତର ହୋଇଛନ୍ତି। ସିଫ୍ଟ ଚେଞ୍ଜ ସମୟରେ ଅପରେଟର ମାନଙ୍କୁ ନେଇ ଯାଉଥିବାବେଳେ ଖଣି ଭିତରେ ଓଲଟିଲା ବସ୍। ବସରେ ଥିଲେ ୩୦ରୁ ଅଧିକ ଅପରେଟର । ମୃତକ ଜଣକ ହେଲେ ପୁଡ଼ାପାଲି ଅଞ୍ଚଳର ନିତ୍ୟାନନ୍ଦ ପ୍ରଧାନ । ଗୁରୁତର ମାନଙ୍କୁ ବ୍ରଜରାଜନଗରର ଏକ ହସ୍ପିଟାଲରେ ଭର୍ତ୍ତି କରି ଚିକିତ୍ସା କରାଯାଉଥିବା ସୂଚନା ମିଳିଛି । ଦୁର୍ଘଟଣା ପରେ ଏନଟିପିସି ଡୁଲିଙ୍ଗା କମ୍ପାନୀ ବାହାରେ ଅପରେଟର ଓ ଶ୍ରମିକମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!