Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୁନା ଦୋକାନୀଙ୍କୁ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
April 28, 2025
in Crime, State
ସୁନା ଦୋକାନୀଙ୍କୁ ଆକ୍ରମଣ
47
VIEWS
Share on FacebookShare on Twitter

କେନ୍ଦୁଝର, (ବାଘୁଆବାର୍ତ୍ତା): ସୁନା ଦୋକାନୀଙ୍କୁ ଆକ୍ରମଣ କରି ଲୁଟ୍। କେନ୍ଦୁଝର ଜିଲ୍ଲା ଟାଉନ ଥାନା ନରଣପୁରଠାରେ ସାହୁ ଜୁଏଲାରୀ ୱାର୍କସପ ମାଲିକ ଦୀପକ ସାହୁଙ୍କୁ ମାଡମାରି ୫ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ସୁନା ଓ ରୁପା ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ। ଦୀପକ ଦୋକାନ ବନ୍ଦ କରି ମୋଟର ସାଇକେଲରେ ଘରକୁ ଫେରୁଥିବା ସମୟରେ ହୋଇଥିଲା ଆକ୍ରମଣ। ଘର ନିକଟରେ ୫ ଜଣ ଦୁର୍ବୃତ୍ତ ୨ଟି ମୋଟର ସାଇକେଲରେ ଆସି ଆକ୍ରମଣ କରିଥିଲେ। ତାଙ୍କ ମୁଣ୍ଡ ଓ ହାତକୁ ଆଘାତ ଦେବାରୁ ସେ ତଳେ ପଡିଯାଇଥିଲେ। ଦୁର୍ବୃତ୍ତମାନେ ତାଙ୍କ ମୋଟର ସାଇକେଲ ଡିକିରୁ ସୁନାରୁପା ଭର୍ତ୍ତି ବ୍ୟାଗ ଧରି ଆଖି ପିଛୁଳାକେ ଫେରାର ହୋଇଯାଇଥିଲେ। ଖବର ପାଇ ଟାଉନ ପୋଲିସ ଆଖପାଖରେ ଲାଗିଥିବା ସିସି ଟିଭି ଫୁଟେଜ ସଂଗ୍ରହ କରିବା ସହ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!