Friday, June 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୪ ଅଭିଯୋଗର ଶୁଣାଣି କଲେ ଜିଲ୍ଲାପାଳ

by ସଞ୍ଜୟ ସ୍ୱାଇଁ
April 28, 2025
in Nayagarh
୨୪ ଅଭିଯୋଗର ଶୁଣାଣି କଲେ ଜିଲ୍ଲାପାଳ
109
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ଥା): ସୋମବାର ଗଣିଆ ବ୍ଲକରେ ଜିଲ୍ଲାପାଳଙ୍କ ବ୍ଲକସ୍ତରୀୟ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଗଣିଆ ବ୍ଲକ କାର‌୍ୟ୍ୟାଳୟ ପରିସରରେ ସୋମବାର ଜିଲ୍ଲାପାଳଙ୍କ ଜନ ଶୁଣାଣୀ ଶିବିରରେ ମୋଟ ୨୪ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା । ନୟାଗଡ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଏହି ଅଭିଯୋଗର ଶୁଣାଣି କରି ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ପଞିକୃତ ଅଭିଯୋଗ ମଧ୍ୟରୁ ପ୍ରଧାନମନ୍ତୀ ଆବାସ ଯୋଜନା ପାଇଁ ୮, ରାସନ କାର୍ଡ ପାଇଁ ୪, ବାର୍ଦ୍ଧକ୍ୟ ଓ ବିଧବା ଭତ୍ତା ପାଇଁ ୩, ମୁଖ୍ୟମନ୍ତ୍ରୀ ରିଲିଫ ସହାୟତା ପାଇଁ ୧, ଶିକ୍ଷା , ପାନୀୟ ଜଳ ଓ ବିଦ୍ୟୁତ ସମସ୍ୟା ପରି ମୋଟ ୨୨ଟି ବ୍ୟକ୍ତିଗତ ଅଭିଯୋଗ ଓ ଗୋଟିଏ ସାମୁହିକ ଅଭିଯୋଗ ପଞ୍ଜିକୃତ ହୋଇଥିଲା । ମୁଖ୍ୟମନ୍ତ୍ରୀ ରିଲିଫ ସହାୟତା ଜଣଙ୍କୁ ପ୍ରଦାନ କରାଯାଇଥିଲା । ୨୪ଟି ଅଭିଯୋଗ ମଧ୍ୟରୁ ୧୭ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଛି । ଏହି ଶିବିରରେ ଉପ ଜିଲ୍ଲାପାଳ କର୍ଣ୍ଣଦେବ ସମାଦାର, ଜିଲ୍ଲା ପରିଷଦ ନିର୍ବାହି ଅଧିକାରୀ ଲଗ୍ନଜିତ ରାଉତ, ବ୍ଲକ ଅଧ୍ୟକ୍ଷା ଝୁନା ଜେନା, ଗଣିଆ ବ୍ଲକ ବିଡିଓ ସାଗର କୁମାର ନନ୍ଦ, ତହସିଲଦାର ପ୍ରିତୀବାଳା ରଣା,ଏବିଡିଓ ଋତନଲାଲ ଲୋହରା ପ୍ରମୁଖ ଉପସ୍ଥିତ ଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!