Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚନ୍ଦନେଶ୍ୱର ବଜାରରେ ଲାଗିଲା ନିଆଁ

by ସଞ୍ଜୟ ସ୍ୱାଇଁ
April 29, 2025
in State
ଚନ୍ଦନେଶ୍ୱର ବଜାରରେ ଲାଗିଲା ନିଆଁ
52
VIEWS
Share on FacebookShare on Twitter

ଭୋଗରାଇ, (ବାଘୁଆବାର୍ତ୍ତା): ଭୋଗରାଇର ଚନ୍ଦନେଶ୍ୱର ବଜାରରେ ନିଆଁ । ଭୋଗରାଇର ପ୍ରମୁଖ ବଜାର ଚନ୍ଦନେଶ୍ୱର । । ବଜାରରେ ୧୦୦ ରୁ ଊର୍ଦ୍ଧ୍ବ ଦୋକାନ ଥିବା ସୂଚନା ମିଳିଛି । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଥିବାବେଳେ ନିଜ ନିଜ ଜିନିଷ ବଞ୍ଚାଇବାକୁ ଲାଗି ରହିଛନ୍ତି ଦୋକାନୀ । ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ଓ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!