Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଗାଙ୍ଗପୁରରେ ଗୁଳିକାଣ୍ଡ

by ସଞ୍ଜୟ ସ୍ୱାଇଁ
April 30, 2025
in State
ଦୁଇ ଭାଇଙ୍କ କଳିରେ ପଶି ମା’ ଖାଇଲେ ଗୁଳିମାଡ଼, ଅଭିଯୁକ୍ତକୁ ଧରିଲେ ପୁଲିସ
38
VIEWS
Share on FacebookShare on Twitter

ରାଜଗାଙ୍ଗପୁର, (ବାଘୁଆବାର୍ତ୍ତା): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବାଣ୍ଠୁପଡ଼ାଠାରେ ମଙ୍ଗଳବାର ଅପରାହ୍ନ ୩ଟାରେ ଗୁଳିକାଣ୍ଡ ଘଟି ଜଣେ ଯୁବକ ଆହତ ହୋଇଛନ୍ତି। ୫ଜଣ ସାଙ୍ଗ ବନ୍ଧୁକ ଧରି ମଜାମସ୍ତି କରୁଥିବା ବେଳେ ଗୁଳିଫୁଟି ଏଭଳି ଅଭାବନୀୟ ଘଟଣା ଘଟିଥିଲା। ଏଥିରେ ରାଜଗାଙ୍ଗପୁର ଇଦଗାହ ମହଲାର ମହମ୍ମଦ ସାମ୍ସେର(୧୯) ଆହତ ହୋଇଥିଲେ। ସୂଚନା ମୁତାବକ, ସାମ୍ସେର ଓ ଆନ୍ୟ ୪ଜଣ ମିଶି ସହରର ବାଣ୍ଠୁପଡ଼ାଠାର ନିଶାସକ୍ତ ଅବସ୍ଥାରେ ଏକ ବନ୍ଧୁକ ଧରି ଟ୍ରାଏଲ କରୁଥିଲେ। ଏହି ସମୟରେ ହଠାତ୍ ବନ୍ଧୁକରୁ ଗୁଳି ଫୁଟି ଯାଇଥିଲା। ଫଳରେ ଗୁଳିଟି ସାମ୍ସେରଙ୍କ ବାମହାତରେ ବାଜିଥିଲା। ତାଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇ ରାଜଗାଙ୍ଗପୁର ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରୁ ରାଉରକେଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। କେଉଁ କାରଣରୁ ଯୁବକମାନେ ବନ୍ଧୁକ ଟ୍ରାଏଲ କରୁଥିଲେ ଜଣାପଡ଼ି ନ ଥିବା ବେଳେ ରାଜଗାଙ୍ଗପୁର ପୋଲିସ ଘଟଣାର ତଦନ୍ତ ଚଳାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!