Tuesday, November 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅବସରଦିନ ପୂର୍ଣ୍ଣାଙ୍ଗ ପେନସନ୍ ପାଇଲେ ଶିକ୍ଷା ବିଭାଗର କର୍ମଚାରୀ

by ସଞ୍ଜୟ ସ୍ୱାଇଁ
April 30, 2025
in Nayagarh, State
ଅବସରଦିନ ପୂର୍ଣ୍ଣାଙ୍ଗ ପେନସନ୍ ପାଇଲେ ଶିକ୍ଷା ବିଭାଗର କର୍ମଚାରୀ
156
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ରାଜ୍ୟସରକାରଙ୍କ ଶିକ୍ଷା ବିଭାଗ ତରଫରୁ କର୍ମଚାରୀମାନଙ୍କୁ ଅବସରଗ୍ରହଣ ଦିନ ପୂର୍ଣ୍ଣାଙ୍ଗ ପେନସନ୍ ପ୍ରଦାନ ବ୍ୟବସ୍ଥା ଏକ ଯଥାର୍ଥ ପଦକ୍ଷେପ। ଶିକ୍ଷା ବିଭାଗର କର୍ମଚାରୀମାନଙ୍କ ପାଇଁ ଏହା ବେଶ୍ ଉପଯୋଗୀ ଓ ଗୁରୁତ୍ୱପୂର୍ଣ୍ଣ ମଧ୍ୟ। ଆଜି ନୟାଗଡ଼ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ଜିଲ୍ଲା କାର୍ଯ୍ୟାଳୟ ସଭାକକ୍ଷରେ ଆୟୋଜିତ ଅବସରକାଳୀନ ସମ୍ବର୍ଦ୍ଧନା ସମାରୋହରେ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ନୟାଗଡ଼ ବ୍ଲକର ଚତୁର୍ଥଶ୍ରେଣୀ କର୍ମଚାରୀ ବଳଭଦ୍ର ପ୍ରଧାନ ଙ୍କୁ ପୁଷ୍ପଗୁଚ୍ଛ ,ଉତ୍ତରୀୟ ସହ ପୂର୍ଣ୍ଣାଙ୍ଗ ପେନସନ୍,କମ୍ୟୁଟେସନ,ଗ୍ରାଚ୍ୟୁୟିଟି ପ୍ରଦାନ କରିଛନ୍ତି।

ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ସଭାକକ୍ଷରେ ଆୟୋଜିତ ଅବସରକାଳୀନ ସମ୍ବର୍ଦ୍ଧନା ସମାରୋହରେ ଅତିରିକ୍ତ ଶିକ୍ଷା ଅଧିକାରୀ ଗୀତାଞ୍ଜଳି ସାହୁ ଓ ବନଲତା ବେହେରା ଙ୍କ ସହ ସମସ୍ତ କର୍ମଚାରୀଙ୍କ ଉପସ୍ଥିତିରେ ଏହି ସମାରୋହ ଅନୁଷ୍ଠିତ ହୋଇଥିଲା। ଅବସର ଗ୍ରହଣ କରିଥିବା ବଳଭଦ୍ର ପ୍ରଧାନ ଶ୍ରୀ ଜଗନ୍ନାଥ ଉଚ୍ଚ ବିଦ୍ୟାଳୟ ଚମ୍ପତ୍ତିପୁର ରେ ଅବସ୍ଥାପିତ ଥିବାବେଳେ ସଂପ୍ରତି ବାମନ ଅବକାଶ ସରକାରୀ ଉଚ୍ଚ ବିଦ୍ୟାଳୟ ଇଟାମାଟି ରେ କାର୍ଯ୍ୟରତ ଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!