Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡିଶା-ପଶ୍ଚିମବଙ୍ଗ ସୀମାରେ ହାଇ ଆଲର୍ଟ

by ସଞ୍ଜୟ ସ୍ୱାଇଁ
May 1, 2025
in State
ଓଡିଶା-ପଶ୍ଚିମବଙ୍ଗ ସୀମାରେ ହାଇ ଆଲର୍ଟ
44
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଅନୁପ୍ରବେଶକାରୀଙ୍କୁ ରୋକିବା ପାଇଁ ଓଡିଶା-ପଶ୍ଚିମବଙ୍ଗ ସୀମାରେ କଡା ଚେକିଂ କରୁଛି ପୋଲିସ । ବାଲେଶ୍ୱର ଏସ୍ପିଙ୍କ ନିର୍ଦ୍ଦେଶ କ୍ରମେ ତାଳସାରି ସାମୁଦ୍ରିକ ପୋଲିସ ପକ୍ଷରୁ ଓଡ଼ିଶା ଭିତରକୁ ପଶ୍ଚିମବଙ୍ଗରୁ ଆସୁଥିବା ଗାଡି ମଟର ତଥା ଲୋକ ମାନଙ୍କ ସମସ୍ତ କାଗଜ ପତ୍ର ଯାଞ୍ଚ କରାଯାଉଥିବା ଦେଖିବାକୁ ମିଳିଛି । ଏହି ଯାଞ୍ଚ ପ୍ରକ୍ରିୟା ଭୋଗରାଇ ଦେଇ ପଶ୍ଚିମବଙ୍ଗକୁ ଗଳାବାଟ ସଂଯୋଗ କରୁଥିବା କମର୍ଦ୍ଦା, କଖଡ଼ା ସାହାବାଜିପୁର ,ବାଜିତପୁର ,ଅନଳିଆ ଆଦି ବିଭିନ୍ନ ସ୍ଥାନରେ ପୋଲିସ ନାକା ଲଗାଇ ଚେକ୍ କରୁଛନ୍ତି । ଅନିର୍ଦ୍ଧିଷ୍ଟ କାଳ ପାଇଁ ଏହି ପ୍ରକ୍ରିୟା ଚାଲୁରହିବ ବୋଲି ତାଳସାରି ପୋଲିସ ସୂଚନା ଦେଇଛି । ଏହା ସହିତ ଓଡ଼ିଶାରୁ ପଶ୍ଚିମବଙ୍ଗକୁ ଯାଉଥିବା ଲଘୁଖଣିଜ ସମ୍ପଦ ଉପରେ ରୋକ ଲାଗିବ ବୋଲି ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!