Friday, June 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶିକ୍ଷାବିତ ରଜନୀକାନ୍ତ ମିଶ୍ର ଙ୍କ ସ୍ମୃତିସଭା

by ସଞ୍ଜୟ ସ୍ୱାଇଁ
May 2, 2025
in Nayagarh, State
ଶିକ୍ଷାବିତ ରଜନୀକାନ୍ତ ମିଶ୍ର ଙ୍କ ସ୍ମୃତିସଭା
80
VIEWS
Share on FacebookShare on Twitter

ବୋଲଗଡ, (ବାଘୁଆବାର୍ତ୍ତା): ବରିଷ୍ଠ ପ୍ରାଧ୍ୟାପକ ବୋଲଗଡ କଲେଜର ଇଂରାଜୀ ବିଭାଗର ମୁଖ୍ୟ, ଶିକ୍ଷାବିତ ରଜନୀକାନ୍ତ ମିଶ୍ରଙ୍କ ସ୍ମୃତିସଭା ତାଙ୍କର ବାସଭବନରେ ଅନୁଷ୍ଠିତ ହୋଇଯାଇଛି | ଉକ୍ତ ସଭାରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଶିକ୍ଷାବିତ, ତାଙ୍କର ଛାତ୍ର ଆତ୍ମୀୟ ସ୍ୱଜନ ଯୋଗଦେଇ ସ୍ମୃତିଚାରଣ କରିଥିଲେ | ଶିକ୍ଷାବିତ ପ୍ରାକ୍ତନ ଅଧ୍ୟକ୍ଷ ଅଶୋକ କୁମାର ନାୟକ, ପ୍ରାକ୍ତନ ଅଧ୍ୟାପକ ଡ଼ଃ କୈଳାଶ ବାଣ୍ଠ, ବୋଲଗଡ଼ କଲେଜର ପ୍ରାକ୍ତନ ପ୍ରାଧ୍ୟାପକ, ଗାୟତ୍ରୀ ପରିବାରର ସାଧୁଙ୍କ ସମେତ ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତି ତାଙ୍କର ସ୍ମୃତି ଚାରଣ କରାଯାଇଥିଲା | ତାଙ୍କ ଜୀବନର ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ ଆଡ଼ଭୋକେଟ ଚନ୍ଦ୍ରବିଜୟୀ ମିଶ୍ର |

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!