Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଳେଶ୍ବରରେ ପୋଲିସ ଉପରକୁ ଆକ୍ରମଣ ଘଟଣା, ୪ ଗିରଫ

by ସଞ୍ଜୟ ସ୍ୱାଇଁ
May 2, 2025
in Crime, State
ଜଳେଶ୍ବରରେ ପୋଲିସ ଉପରକୁ ଆକ୍ରମଣ ଘଟଣା, ୪ ଗିରଫ
11
VIEWS
Share on FacebookShare on Twitter

ବାଲେଶ୍ୱର, (ବାଘୁଆବାର୍ତ୍ତା): ଜଳେଶ୍ବରରେ ପୋଲିସ ଉପରକୁ ଆକ୍ରମଣ। ଜଳେଶ୍ୱର ଥାନା SI ଓ ମହିଳା କନଷ୍ଟେବଳଙ୍କୁ ଆକ୍ରମଣ କଲେ ବେଆଇନ ଚାନ୍ଦା ଆଦାୟକାରୀ। NH -୬୦ ଶାନ୍ତିଆ ନିକଟରେ ବେଆଇନ ଚାନ୍ଦା ଆଦାୟ ହେଉଥିବା ନେଇ ଅଭିଯୋଗ ହୋଇଥିଲା। ସୂଚନା ଅନୁଯାୟୀ, ଜଣେ ଟ୍ରକ ଡ୍ରାଇଭର ଗାଡ଼ି ରଖି ଚା ପିଇବାକୁ ଯାଇଥିବାବେଳେ କିଛି ଯୁବକ ଟ୍ରକ ହେଲ୍ପର ଓ ଡ୍ରାଇଭରଙ୍କୁ ଘେରି ଦାଦାବଟି ମାଗୁଥିଲେ। ଟଙ୍କା ନଦେବାରୁ ଡ୍ରାଇଭରଙ୍କୁ ନିସ୍ତୁକ ମାଡ଼ ମାରିଥିଲେ । ଏନେଇ ଡ୍ରାଇଭର ଜଣକ ପୋଲିସକୁ ଖବର ଦେବା ପରେ ଘଟଣାସ୍ଥଳରେ ଜଳେଶ୍ବର ଥାନା SI ସୃଷ୍ଟିଧର ବେହେରା ଓ ଜଣେ ମହିଳା କନଷ୍ଟେବଳ ପହଞ୍ଚିଥିଲେ। ସେଠାରେ ଉଭୟଙ୍କୁ ଆକ୍ରମଣ କରିଥିଲେ ବେଆଇନ ଚାନ୍ଦା ଆଦାୟକାରୀ। ଘଟଣାରେ ୪ ଜଣଙ୍କୁ ଗିରଫ କରିଛି ଜଳେଶ୍ବର ପୋଲିସ। ଟ୍ରକ ଡ୍ରାଇଭର ଓ ମହିଳା କନଷ୍ଟେବଳଙ୍କ ଅଭିଯୋଗ ପରେ ଘଟଣାର ଅଧିକ ତଦନ୍ତ କରୁଛି ପୋଲିସ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!