Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇଟି ଟ୍ରଲି ବ୍ୟାଗରୁ ବିପୁଳ ପରିମାଣର ଗଞ୍ଜେଇ ଜବତ

by ସଞ୍ଜୟ ସ୍ୱାଇଁ
May 2, 2025
in Crime, State
ଦୁଇଟି ଟ୍ରଲି ବ୍ୟାଗରୁ ବିପୁଳ ପରିମାଣର ଗଞ୍ଜେଇ ଜବତ
63
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଚରମ୍ପା ଷ୍ଟେସନ୍ରୁ ବାହାରି ଅଟୋରେ ଚାଲାଣ ହେଉଥିଲା ଗଞ୍ଜେଇ । ଦୁଇଟି ଟ୍ରଲି ବ୍ୟାଗ୍ରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କଲା ଭଦ୍ରକ ସହରାଞ୍ଚଳ ପୋଲିସ । ଘଟଣାରେ ସମ୍ପୃକ୍ତ ଥିବା ୨ ଅବିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ । ସୂଚନାଥାଉକି, ଚରମ୍ପା ଷ୍ଟେସନ୍ରୁ ଦୁଇ ଟ୍ରଲି ବ୍ୟାଗ୍ ନେଇ ଆସିଥିବା ଯାତ୍ରୀ ଅଟୋରେ ବାହାରିଥିଲେ । ଉକ୍ତ ଟ୍ରଲି ବ୍ୟାଗ୍ରେ ଗଞ୍ଜେଇ ଥିବା ନେଇ ଏକ ବିଶେଷ ସୂତ୍ରରୁ ଖବର ପାଇଥିଲା ପୋଲିସ । ସୂଚନା ପାଇ ପୋଲିସ ଜଗି ରହିଥିଲା । ଅଭିଯୁକ୍ତଙ୍କୁ ଦେଖି ପୋଲିସ ବାଇକ୍ରେ ପିଛା କରିବାରୁ ଅଟୋଟି ସହର ଭିତରେ ଘୁରି ବୁଲୁଥିଲା । ଶେଷରେ ବାଇପାସ ନିକଟରେ ଅଟୋକୁ ଅଟକାଇ ଯାଞ୍ଚ କରାଯିବା ବେଳେ ଦୁଇ ଟ୍ରଲି ବ୍ୟାଗ୍ ଭିତରୁ ବିପୁଳ ପରିମାଣର ଗଞ୍ଜେଇ ମିଳିଥିଲା । ଭଦ୍ରକ ସହରାଞ୍ଚଳ ପୋଲିସ ଅଟୋ ସହ ଦୁଇ ଜଣଙ୍କୁ ଅଟକ ରଖି ପଚରା ଉଚୁରା କରୁଛି। ଜବତ ଗଞ୍ଜେଇର ପରିମାଣ ଅସ୍ପଷ୍ଟ ଥିବା ବେଳେ ପ୍ରାୟ ୧୮ ରୁ ୨୦ କିଲୋ ଭଳି ଗଞ୍ଜେଇ ଥିବା ଅନୁମାନ କରାଯାଉଛି । କେଉଁ ଠାରୁ ଗଞ୍ଜେଇ ଆସୁଥିଲା ଓ କେଉଁ ସ୍ଥାନକୁ ଚାଲାଣ ହେଉଥିଲା ସେ ନେଇ ତଦନ୍ତ ପରେ ପୋଲିସ ସ୍ପଷ୍ଟ କରିବ ବୋଲି ସୂଚନା ଦେଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!