Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୬ ଦଫା ଦାବି ନେଇ ଶ୍ରମିକଙ୍କ ଧରଣା

by ସଞ୍ଜୟ ସ୍ୱାଇଁ
May 2, 2025
in State
୬ ଦଫା ଦାବି ନେଇ ଶ୍ରମିକଙ୍କ ଧରଣା
46
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଠଗଡ଼ ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ମତ୍ସ୍ୟପୁର ବ୍ଲୁମ୍ କ୍ରାଫ୍ଟସ୍ କମ୍ପାନୀ ଆଗରେ ୬ ଦଫା ଦାବି ନେଇ ଶ୍ରମିକ ମାନଙ୍କର ଧାରଣା ଘଟଣ। । ପୋଲିସ ଓ ଆନ୍ଦୋଳନକାରୀ ମୁହାଁମୁହିଁ। ଘଟଣା ସ୍ଥଳରେ ଚାପା ଉତ୍ତେଜନା ସୃଷ୍ଟି । ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ଘଟଣା ସ୍ଥଳରେ ପ୍ରଶାସନ ସହିତ ପୋଲିସ ଫୋର୍ସ ମୁତୟନ । ସୂଚନ ମୁତାବକ, ଆଠଗଡ ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ମତ୍ସପୁର ଗାଁରେ ଥିବା ବ୍ଲୁମ କ୍ରାଫ୍ଟ ମଦ କାରଖାନା ଆଗରେ କମ୍ପାନୀର ଶ୍ରମିକ ମାନେ ଗେଟରେ ତାଲା ପକାଇଛନ୍ତି । କମ୍ପାନୀରେ ସ୍ଥାୟୀ ନିଯୁକ୍ତି ସହ ୬ ଦଫା ଦାବିନେଇ ଧାରଣାରେ ୨ ଦିନ ହେବ ଧାରଣାରେ ବସିଛନ୍ତି। କମ୍ପାନୀ କର୍ତ୍ତୃପକ୍ଷ ଦୀର୍ଘଦିନ ଧରି ଶ୍ରମିକ ମାନଙ୍କୁ ଠିକାଦାର ସଂସ୍ଥା ଅଧୀନରେ ରଖି କାମ କରାଇବା ସହ ଠିକାଦାର ପରିବର୍ତ୍ତନ କରିବା ଯୋଗୁଁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ଶ୍ରମିକ ମାନେ । ଏହା ସହ ସେମି ସ୍କେଲ ମଜୁରୀ ୫୨୦ ଟଙ୍କା ପ୍ରଦାନ, କମ୍ପାନୀ ଭିତରେ ମେଡିକାଲ ସୁବିଧା, ସୁରକ୍ଷା ବ୍ୟବସ୍ଥା ଭଳି ଦାବି ନେଇ କମ୍ପାନୀକୁ ବାରମ୍ବାର ଦାବି ଜଣାଇ ଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳିନଥିଲା । ଶେଷରେ ଶ୍ରମିକ ଦିବସରେ ଧାରଣା ଦେଇ ବସିଲେ ଶ୍ରମିକମାନେ। ଯେ ପର୍ଯ୍ୟନ୍ତ ସମସ୍ୟାର ସମାଧାନ କରଯାଇନାହିଁ ସେ ପର୍ଯ୍ୟନ୍ତ ଆନ୍ଦୋଳନ ଚାଲୁ ରହିବ ବୋଲି କହିଥିଲେ ଆନ୍ଦୋଳନକାରୀ। ସେପଟେ ଆନ୍ଦୋଳନକାରୀ ମାନଙ୍କୁ କମ୍ପାନୀ ସମ୍ମୁଖରୁ ଉଠାଇବା ପ୍ରୟାସ କରୁଥିବା ବେଳେ ଅପ୍ରିତିକର ପରିସ୍ଥିତି ସୃଷ୍ଟି ହୋଇଥିଲା । ଉଭୟ ଆନ୍ଦୋଳନକାରୀ ଏବଂ ପୋଲିସ ମୁହାଁମୁହିଁ ହୋଇଥିଲେ। ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ଘଟଣା ସ୍ଥଳରେ ପ୍ରଶାସନ ସହିତ ପୋଲିସ ଫୋର୍ସ ମୁତୟନ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!