Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଟ୍ରିକ୍ ପରୀକ୍ଷାରେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ର ବାଜିମାତ

by ସଞ୍ଜୟ ସ୍ୱାଇଁ
May 2, 2025
in Education, Nayagarh, State
ମାଟ୍ରିକ୍ ପରୀକ୍ଷାରେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ର ବାଜିମାତ
82
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଚଳିତ ମାଟ୍ରିକ୍ ପରୀକ୍ଷାରେ ଶିକ୍ଷାକେନ୍ଦ୍ରର ଛାତ୍ରଛାତ୍ରୀମାନେ ୧୦୦% (ଶତପ୍ରତିଶତ) ରେଜଲ୍ଟ କରି ବାଜିମାତ କରିବା ସହିତ ସମସ୍ତ ଛାତ୍ରଛାତ୍ରୀ ୫୦% ରୁ ଉର୍ଦ୍ଧ୍ବ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇ ପୁଣି ଏକ ନୂଆ ଇତିହାସ ରଚନା କରି ବିଦ୍ଯାଳୟ ପାଇଁ ଗର୍ବ ଓ ଗୌରବ ଅର୍ଜନ କରିଛନ୍ତି। ୩୩ ଜଣ ପରୀକ୍ଷାର୍ଥୀଙ୍କ ମଧ୍ଯରୁ ଏ-୧ରେ ୦୧ଜଣ, ଏ-୨ରେ ୦୩ ଜଣ, ବି-୨ରେ ୧୭ଜଣ ଓ ସି-ଗ୍ରେଡ୍ ରେ ୧୨ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏ-୧ ଗ୍ରେଡ୍ ରେ ଉତ୍ତୀର୍ଣ୍ଣ ହୋଇଥିବା ହନିମେଷ ଡାକୁଆ ୫୫୦ ନମ୍ବର ରଖି ବିଦ୍ଯାଳୟର ସମ୍ମାନକୁ ଅକ୍ଷୁର୍ଣ୍ଣ ରଖିବା ସହିତ ଭବିଷ୍ଯତରେ ଜଣେ ଇଂଜିନିୟର ହେବା ପାଇଁ ଆଶା ରଖିଛନ୍ତି। ବିଦ୍ଯାଳୟର ସମସ୍ତ ଛାତ୍ରଛାତ୍ରୀ ୫୦%ରୁ ଉର୍ଦ୍ଧ୍ବ ନମ୍ବର ରଖିଥିବାରୁ ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଯୁକ୍ତ ଶ୍ରୀଧର ସାହୁ ସେବାବ୍ରତୀ ଗୁରୁଜୀ ଗୁରୁମା ଓ ଅଭିଭାବକ ମାନଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି। ସୂଚନା ଥାଉକି, ସମସ୍ତ ଛାତ୍ରଛାତ୍ରୀ ଲେଙ୍କୁଡିପଡା ଉଚ୍ଚ ବିଦ୍ଯାଳୟ ଅଧିନରେ ପରୀକ୍ଷା ଦେଇଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!