Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପିକ୍ଅପ୍ ଭ୍ୟାନ୍-ବାଇକ୍ ଧକ୍କା, ଜଣେ ମୃତ

by ସଞ୍ଜୟ ସ୍ୱାଇଁ
May 3, 2025
in Accident, State
ପିକ୍ଅପ୍ ଭ୍ୟାନ୍-ବାଇକ୍ ଧକ୍କା, ଜଣେ ମୃତ
36
VIEWS
Share on FacebookShare on Twitter

ସାଲେପୁର, (ବାଘୁଆବାର୍ତ୍ତା): କଟକ ଜିଲ୍ଲା କେନ୍ଦ୍ରାପଡ଼ା କେନାଲ ରାସ୍ତାରେ ପିକ୍ଅପ୍ ଭ୍ୟାନ୍-ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା । ଯେଉଁଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣଙ୍କର ଅବସ୍ଥା ଗୁରୁତର ହୋଇଛି । ଗୁରୁତର ଅବସ୍ଥାରେ ଗୁରୁତରଙ୍କୁ ନିକଟସ୍ଥ ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ବାକି ପାଗା ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ଖବର ଅନୁଯାୟୀ, ଶୁକ୍ରବାର ବିଳମ୍ବିତ ରାତିରେ କଟକ ଜିଲ୍ଲା ଜଗତପୁର ଥାନା ପାଗା ଫାଣ୍ଡି କେନ୍ଦ୍ରାପଡ଼ା କେନାଲ ଆତୋଡା କନକେଶ୍ୱର ମନ୍ଦିର ନିକଟରେ ଏକ ଦୁର୍ଘଟଣା ଘଟିଛି । ଯେଉଁଥିରେ ଏକ କ୍ଷୀର ବୋଝେଇ ଅଟୋ ଏବଂ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଯାହାଫଳରେ ଦୁଇ ଜଣ ଯୁବକ ଗୁରୁତର ହୋଇଥିଲା । ଏହାପରେ ସ୍ଥାନୀୟ ଲୋକ ଆମ୍ବୁଲାନ୍ସ ସହାୟତାରେ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିଲା । ହେଲେ ସେଠାରେ ଡାକ୍ତର ଜଣଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ବାକି ଆଉ ଜଣଙ୍କ ଅବସ୍ଥାର ଗୁରୁତର ରହିଛି । ଗୁରୁତର ଯୁବକଙ୍କୁ କଟକ ବଡ଼ ମେଡ଼ିକାଲକୁ ଚିକିତ୍ସା ନିମନ୍ତେ ପଠାଯାଇଛି । ତେବେ ମୃତ ଯୁବକ ଜଣକ ହେଲେ କାଠାହାର ଗାଁର ରାଜକିଶୋର ଦାସ । ବାକି ଗୁରୁତର ଯୁବକଙ୍କ ପରିଚୟ ଏବେ ଯାଏଁ ହସ୍ତଗତ ହୋଇନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ବାଇକ୍ ଏବଂ ପିକ୍ଅପ୍ ଭ୍ୟାନ୍କୁ ଜବତ କରି ଛାନ୍ଭିନ୍ ଜାରି ରଖିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!