Friday, April 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଲକାନଗିରି ଜିଲାରେ ୨ ଯାଆଁଳା ଭାଇ ଟପ୍ପର

by ସଞ୍ଜୟ ସ୍ୱାଇଁ
May 3, 2025
in Education, State
ଆଜିଠୁ ମାଟ୍ରିକ୍ ଏସ୍‌ଏ-୨ ଫର୍ମ ପୂରଣ
22
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ମାଟ୍ରିକ୍ ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ଦୁଇ ଯାଆଁଳା ଭାଇ ସମାନ ନମ୍ବର ରଖି ମାଲକାନଗିରି ଜିଲା ଟପ୍ପର ହୋଇଛନ୍ତି। କାଲିମେଳା ବ୍ଲକ୍ ଏମ୍.ଭି. ୭୯ସ୍ଥିତ ସାବେରୀ ଉଚ୍ଚ ବିଦ୍ୟାଳୟରେ ମୋହନ ଲେଙ୍କାଙ୍କ ଦୁଇ ଯାଆଁଳା ପୁଅ ଡନେଲ ଲେଙ୍କା ଓ ଡମ୍ବରୁ ଲେଙ୍କା ଉଭୟେ ୫୬୦ ଲେଖାଏ ନମ୍ବର ରଖି ଜିଲାରେ ଟପ୍ପର ହୋଇଛନ୍ତି। ପ୍ରକାଶ ଥାଉ କି, ଚଳିତ ବର୍ଷ ମାଲକାନଗିରି ଜିଲାରେ ମୋଟ ୧୩୦ଟି ବିଦ୍ୟାଳୟରେ ୮୦୩୮ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିତ୍ଲେ। ସେଥିମଧ୍ୟରୁ ୭୭୫୦ ଜଣ ପାସ୍ ହୋଇଥିବା ବେଳେ ଜିଲାରେ ୯୬.୪୧ ପ୍ରତିଶତ ପାସ୍ ହୋଇଛନ୍ତି। ସେଥିମଧ୍ୟରେ ୧୨ ଜଣ ଏ-୧, ୪୬ ଜଣ, ଏ-୨, ୧୨୦ଜଣ ବି-୧, ୫୪୬ ଜଣ ବି-୨ରେ ପାସ୍ କରିଛନ୍ତି।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!